ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର ନୁଦଡ଼ିହା, ଫାର୍ମ ହାଉସ୍‌, ଉଦଳା ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ଆଦି ସ୍ଥାନରେ ଚଢ଼ାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ହେବ ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରି ପାଇଲେ ମା’

ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା...

ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ

ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ...

ବନ୍ୟପ୍ରାଣୀ ବ୍ଲଗର ଗିରଫ

ସମ୍ବଲପୁର,୨୪ା୮(ବ୍ୟୁରୋ): ବନ୍ୟପ୍ରାଣୀ ପ୍ରେମୀ ଭାବେ ବିଭିନ୍ନ ସୋସିଆଲ ମିଡିଆରେ ଜଣାଶୁଣା ଅନେକ ବ୍ୟକ୍ତି ଭିତିରିଆ ଭାବେ ପ୍ରାଣୀ ଚୋରା ଚାଲାଣ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ଏଭଳି...

ପୋଲିସ ହସ୍ତକ୍ଷେପ ପରେ ସ୍କୁଲରୁ ଖୋଲିଲା ତାଲା

ଆରଡ଼ି,୨୮ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାପୁଜୀ ନୋଡାଲ ହାଇସ୍କୁଲ କ୍ଲଷ୍ଟର ଅଧୀନ ବାଙ୍କସାହି ପ୍ରାଥମିକ ବିଦ୍ୟାଳୟରେ ବୁଧବାର କିଛି ଛାତ୍ରଙ୍କ ଅଭିଭାବକ ତାଲା ପକାଇ...

ପ୍ରତିକୂଳ ପରିସ୍ଥିତିରେ ସତ୍ୟ ସାମ୍ନାକୁ ଆଣିଥାନ୍ତି ଖବରଦାତା

ପୁରୀ ଅଫିସ, ୧୬ା୧୧: ଖବରଦାତାମାନେ ହେଉଛନ୍ତି ସମାଜର ଦର୍ପଣ। ପ୍ରତିକୂଳ ପରିସ୍ଥିତିରେ ଏମାନେ ସତ୍ୟକୁ ସାମ୍ନାକୁ ଆଣିଥାନ୍ତି। ଗଣତାନ୍ତ୍ରିକ ମୂଳଦୁଆକୁ ମଜଭୁତ କରିବାରେ ଖବରଦାତାଙ୍କ ଭୂମିକା...

ଆଲୋକୀକରଣ ହେଲା କଟକ-ପୁରୀ ବାଇପାସ୍‌

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍‌ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍‌ ରୋଡ୍‌ରେ ଏଲ୍‌ଇଡି ଷ୍ଟ୍ରିଟ୍‌ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ...

ପଟିଆ ଛକରୁ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ଼, ୩।୮(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଶନିବାର ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଧୀନ ପଟିଆ ଛକରୁ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ...

ପ୍ରଚାର ଶେଷ, ଏଥର ଭୋଟ ପ୍ରସ୍ତୁତ

ନୟାଗଡ଼ ଅଫିସ, ୨୩।୩: ପୌର ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି । ୨୪ରେ ଭୋଟ ଗ୍ରହଣ ହେବ। ସେଥିପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ...

Advertisement
Archives

Model This Week