ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଯନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ କଳାରାହାଙ୍ଗ, କଳିଙ୍ଗବିହାର ବାସଭବନ ଏବଂ ଉମରକୋଟରେ ଥିବା ଭଡ଼ାଘରେ ଏକକାଳୀନ ଚଢ଼ାଉ ଚାଲିଛି। ତେବେ ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିରତାରରେ କ୍ୱାରାଣ୍ଟାଇନ ବ୍ୟବସ୍ଥା ନ କରିବାକୁ କେନ୍ଦ୍ରୀୟ ସଚିବଙ୍କ ଅନୁରୋଧ

କଣ୍ଟାପଡା,୨୬ା୩(ଡି.ଏନ୍‌.ଏ.)- କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନରେ କଟକ ଜିଲାର ଓଲଟପୁରଠାରେ ଥିବା ଏସ୍‌ ଭି ନିରତାର ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା...

କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ...

ପଇଡ଼ରେ ନିଶା ଦେଇ ଦୁଇ ଯାତ୍ରୀଙ୍କଠୁ ଲୁଟ୍‌

ବ୍ରହ୍ମପୁର ଅଫିସ,୧୭ା୧୨: ପୁରୀ- ଗୁଣପୁର ଟ୍ରେନରେ ଏବେ ଲୁଟେରା ସକ୍ରିୟ ହୋଇଛନ୍ତି। ପୁଣି ପଇଡ଼ରେ ନିଶା ଦେଇ ୨ଯାତ୍ରୀଙ୍କୁ ଲୁଟିଛନ୍ତି। ୧୫ଦିନ ମଧ୍ୟରେ ସମାନ ଢଙ୍ଗରେ...

କୃଷି ଆଇନକୁ ବିରୋଧ, ଉଲଗୁଲାନ୍‌ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ

ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍‌କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର...

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର...

୨ଟନ୍‌ ୫୦୦ କେଜି ଗଞ୍ଜେଇ ଜବତ: ବଜାର ମୂଲ୍ୟ ୨ କୋଟିରୁ ଊର୍ଦ୍ଧ୍ୱ ହେବ

ଚିତ୍ରକୋଣ୍ଡା,୧୧ା୪(ଡି.ଏନ.ଏ.)-ଚିତ୍ରକୋଣ୍ଡା ପୋଲିସ ସୋମବାର ରାତିରେ କପାତୁଟି ପଞ୍ଚାୟତ ଭାଲୁଗୁଡ଼ା ଜଙ୍ଗଲରେ ଚଢ଼ାଉକରି ୭୨ ଜରି ବସ୍ତାରେ ବନ୍ଧାଯାଇ ରଖାଯାଇଥିବା ଗଞ୍ଜେଇ ଜବତ କରିଛି। ଏହାର ପରିମାଣ...

ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍‌ ଜବତ

ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ...

ସେଲ୍‌ଫି ନେଲାବେଳେ ନଦୀରେ ଯୁବତୀ ଖସିପଡ଼ିବା ଭିଡିଓ ଭାଇରାଲ

ବାଲିଶଙ୍କରା୧୧।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ନଦୀର ଘୋଘର କନାକୁଣ୍ଡ ଘାଟରେ ଗତ ୩ ତାରିଖରେ ପିକ୍‌ନିକ୍‌ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍‌ଫି...

Advertisement
Archives

Model This Week