ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ବାଲେଶ୍ୱର ଅଫିସ,୨୧।୯: ଆୟ ବହିର୍ଭୂତ ଠୁଳ ଅଭିଯୋଗରେ ବାଲେଶ୍ୱର ମ୍ୟୁନିସିପାଲଟି ଅଧୀନ କାଞ୍ଜନବାଗ ପ୍ରାଥମିକ ବିଦ୍ୟାଳୟର ଜିଲାପରିଷଦ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ନାୟକଙ୍କ ଘରେ ଶନିବାର ଭିଜିଲାନ୍ସ ଚଢାଉ କରାଯାଇଛି। ଏଥିରେ ଭିଜିଲାନ୍ସର ୫ଟି ଟିମ୍‌ ସାମିଲ ହୋଇଛନ୍ତି। ଟିମ୍‌ ଅଧିକାରୀମାନେ ଟାଉନ ଥାନା ଅନ୍ତର୍ଗତ ତାଙ୍କ ବଙ୍କାଖଜିରସ୍ଥିତ ବାସଭବନ ସହ ବଡକିଆ ଗ୍ରାମର ଶଶୁର ଘର, ଗୁଡୁପାଇସ୍ଥିତ ସ୍ବାମୀଙ୍କ ଚିଙ୍ଗୁଡି ଫାର୍ମ୍‌, ଖନ୍ତାପଡା ଥାନା ସୁଠଙ୍ଗ ଗ୍ରାମସ୍ଥିତ ବାପ ଘର, ଶିଳ୍ପାଞ୍ଚଳ ଥାନା ଅଙ୍ଗାରଗଡିଆର ବିକାଶ ନଗରସ୍ଥିତ ପୁତୁରାଙ୍କ ଘର ଉପରେ ଏକକାଳୀନ ଚଢାଉ କରିଥିଲେ। ଚଢାଉରେ ତାଙ୍କର ୪ତାଲା ବିଶିଷ୍ଟ କୋଠା, ଲକ୍ଷାଧିକ ଟଙ୍କାର ସୁନାଗହଣା ଜବତ କରାଯିବା ସହ ଅନ୍ୟାନ୍ୟ ସମ୍ପତ୍ତି ବିଷୟରେ ଯାଞ୍ଚ କରାଯାଉଛି। ଜବତ ସମ୍ପତ୍ତିର ମୂଲ୍ୟ କୋଟିଏରୁ ଊର୍ଦ୍ଧ୍ୱ ବୋଲି ଅନୁମାନ କରାଯାଉଛି। ଖବର ଲେଖାଯିବା ବେଳକୁ ସମସ୍ତ ସମ୍ପତ୍ତିର ଆକଳନ ପ୍ରକ୍ରିୟା ଜାରି ରହିଛି। ଫଳରେ ଭିଜିଲାନ୍ସ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଗରରେ ବଦଳୁଛି ରାଜନୈତିକ ଚିତ୍ର

ବ୍ରହ୍ମପୁର ଅଫିସ,୨୮।୩: ଗଞ୍ଜାମ ଜିଲାର ଗୁରୁତ୍ୱପୂର୍ଣ୍ଣ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ଚଳିତ ପୌର ନିର୍ବାଚନରେ ଖାତା ଖୋଲିଛି ଭାଜପା। ୨୦୧୩ ନିର୍ବାଚନରେ ଜଣେ ବି କର୍ପୋରେଟର...

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର...

ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ...

ବସ୍‌-କାର୍‌ ମୁହଁ।ମୁହିଁ ଧକ୍କା, ୧୫ ଆହତ

ଗୋପ,୯ା୧୧(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ରାସ୍ତାର କୁଶୁପୁର ଗାଁ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓ କାର୍‌ ମୁହଁ।ମୁହିଁ ଧକ୍କା ହେବାରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...

ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ: ନିଶା ନିବାରଣ, ପରିବେଶ ସୁରକ୍ଷା ନେଇ ସଚେତନତା ରାଲି

କର୍ଲାମୁଣ୍ଡା,୨।୧୦(ଡି.ଏନ.ଏ.) – କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜିବ ଗାନ୍ଧୀ ସେବାକେନ୍ଦ୍ରଠାରେ ମଙ୍ଗଳବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବରିଷ୍ଠ...

କରୋନା ପାଇଁ ପ୍ରଶାସନିକ କଟକଣା: ନିରାଡ଼ମ୍ବରରେ ପାଳିତ ହେଲା ମା’ ସୁନାମୁହିଁ ଯାତ୍ରା

ଭଣ୍ଡାରିପୋଖରୀ, ୧୩।୪(ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ପୁଣ୍ୟତୋୟା ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରତ୍ୟେକ୍ଷ ଦେବୀ ମା’ ସୁନାମୁହିଁ (ସୁବର୍ଣ୍ଣମୁଖୀ) ପୀଠ। ଏଠାରେ...

ଓଡ଼ିଶା ବନ୍ଦ ଡାକରା: ବାଲେଶ୍ୱର ପ୍ରଭାବିତ

ବାଲେଶ୍ୱର ଅଫିସ, ୧୫।୨- କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୁଦ୍ଧରେ ସୋମବାର କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଓଡିଶା ବନ୍ଦ’ ଡାକରା ଦିଆଯାଇଛି। କେଦ୍ରସରକାର ପ୍ରେଟ୍ରୋଲ, ଡିଜେଲ...

Advertisement
Archives

Model This Week