ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ଥାନା ଏଏସ୍‌ଆଇ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଏଏସ୍‌ଆଇ ରାଜ କପୁର ବେହେରା ରବିବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ଏକ ଜମିଜମା ସମନ୍ଧୀୟ କେସ ସମାଧାନ ପାଇଁ ଡୁଡ଼କେଲ ଗ୍ରାମର ତ୍ରିନାଥ ନାଏକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଳାହାଣ୍ଡି ଭିଜିଲାନ୍ସ ଏଏସ୍‌ଆଇ ବେହେରାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ...

ହାଇଟେକ୍‌ ସର୍ଭେରୁ ବଞ୍ଚିତ ଦର୍ପଣ ତହସିଲ

ଚଣ୍ଡିଖୋଲ,୧୦ା୬(ଡି.ଏନ.ଏ.): ରାଜ୍ୟ ସରକାର ଜମିଜମା ସଂଶୋଧନ ପାଇଁ ବନ୍ଦୋବସ୍ତ, ଚକବନ୍ଦୀ ଆଦି ପ୍ରଚଳନ କରି ସଂଶୋଧନ ପ୍ରକ୍ରିୟା କରିଥିଲେ। ହେଲେ ଇଂରେଜ ସରକାର ଅମଳରେ ହୋଇଥିବା...

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ...

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ...

ସହରକୁ ସ୍ବଚ୍ଛ ରଖିବା ଯୋଜନା : ପ୍ରତିଷ୍ଠା ହେବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ

ନୟାଗଡ଼ ଅଫିସ,୫ା୮: ସହର ସ୍ବଚ୍ଛ ରଖିବାକୁ ନୟାଗଡ଼ ପୌରପାଳିକା ପକ୍ଷରୁ ଯୋଜନା କରାଯାଇଛି। ଏଥିଲାଗି ସହର ଉପକଣ୍ଠ କ୍ଷେତ୍ରୀବରପୁରଠାରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ।...

ବାତ୍ୟା ଆଶଙ୍କା, ସଚେତନ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭।୫(ଡି.ଏନ.ଏ)- ବାତ୍ୟା ଅମ୍ଫନ୍‌କୁ ନେଇ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଇଛି। ବହୁ ଲୋକ ଦୁର୍ଗମ ଗ୍ରାମରେ ରହୁଥିବାବେଳେ...

୭ ପରିବାରକୁ ହାଇକୋର୍ଟଙ୍କ ଉଚ୍ଛେଦ ନୋଟିସ

ରୂପସା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ରଘୁନାଥପୁର ପଞ୍ଚାୟତର ଚକଅର୍ଜୁନି ଗ୍ରାମର ଗୋଚର ଜମିରେ ୨୧ବର୍ଷ ହେଲା ବସବାସ କରି ଆସୁଥିବା ୭ ପରିବାରଙ୍କୁ ଉଚ୍ଛେଦ ଲାଗି...

ଅପମୃତ୍ୟୁ ମାମଲା କରି ବସିପଡ଼ିଛି ପୋଲିସ

କଟକ,୧୪।୨: କଟକ-ଭୁବନେଶ୍ୱର ମଝି ବମ୍ଫକୁଦଠାରେ ଘରୋଇ ଠିକା ସଂସ୍ଥା ଦ୍ୱାରା ନିର୍ମାଣାଧୀନ ୮ତାଲା ବିଶିଷ୍ଟ ଅଟାଳିକାରୁ ପଡ଼ି ଶନିବାର ଜଣେ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ମୃତ...

Advertisement
Archives

Model This Week