ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ଥାନା ଏଏସ୍‌ଆଇ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଏଏସ୍‌ଆଇ ରାଜ କପୁର ବେହେରା ରବିବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ଏକ ଜମିଜମା ସମନ୍ଧୀୟ କେସ ସମାଧାନ ପାଇଁ ଡୁଡ଼କେଲ ଗ୍ରାମର ତ୍ରିନାଥ ନାଏକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଳାହାଣ୍ଡି ଭିଜିଲାନ୍ସ ଏଏସ୍‌ଆଇ ବେହେରାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓଙ୍କ ବଦଳି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଶେରଗଡ,୨୧ା୭(ଡି.ଏନ.ଏ.)-ଶେରଗଡ ବ୍ଲକ ମିଳିତ ଶିକ୍ଷକ ସଂଘର ଏକ ବୈଠକ ଶନିବାର ସ୍ଥାନୀୟ ଜୟଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଇଓ ଭାସ୍କର ଲେଙ୍କା ଛଦ୍ମବେଶରେ...

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ...

ତାମିଲ୍‌ନାଡ଼ୁରେ ଫସିଛନ୍ତି କାଶିପୁରର ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ

ଟିକିରି,୨୯ା୩: ଲକ୍‌ଡାଉନ୍‌ ଯୋଗୁ ରାୟଗଡ଼ା ଜିଲା କାଶିପୁର ବ୍ଲକ୍‌ ଡୁଡୁକାବାହାଲ ପଞ୍ଚାୟତ ଅଧୀନ କାଳିଆପଡ଼ା ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ତାମିଲ୍‌ନାଡ଼ୁରେ ଫସିଥିବା ଜଣାପଡ଼ିଛି। ସୂଚନା...

ବ୍ୟାସ ସରୋବରରେ ହେବ ହରିଣ ପାର୍କ

କଳିଙ୍ଗନଗର, ୬।୨ (ଡି.ଏନ୍‌.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ...

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଜେଲ୍‌ ଗଲେ ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝି

ସୁନ୍ଦରଗଡ଼,୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କୁ ସୋମବାର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭପାତ ଘଟଣାରେ...

ସୁଧୁରୁନି ପରିମଳ ବ୍ୟବସ୍ଥା

କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ...

ଗୋଳାବାରୁଦ କାରଖାନା ନିଗମୀକରଣକୁ ବିରୋଧ

ସଇଁତଲା, ୨୦ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନା ୱାକର୍‌ସର ୟୁନିୟନ ନଗମୀକରଣକୁ ବିରୋଧ କରିଛି। ଏଥିସହ ୟୁନିଅନ ଶ୍ରମିକମାନଙ୍କ କାର୍ଯ୍ୟ ସମୟ ୧୨ଘଣ୍ଟାକୁ ବୃଦ୍ଧି...

ଆସନ୍ତାକାଲିଠାରୁ ଖୋଲିବ ଧବଳେଶ୍ୱର ମନ୍ଦିର

ଆଠଗଡ଼,୫।୮: କଟକ ଜିଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ । କୋଭିଡ୍‌ ଗାଇଡ୍‌ଲାଇନରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାର...

Advertisement


Archives

Model This Week