ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି ଉକ୍ତ ବ୍ଲକର ନର୍ମଦା ଚଣ୍ଡିଆଙ୍କ ପେନ୍‌ସନ କରାଇଦେବା ଲାଗି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୌଦ୍ଧ ଜିଲା ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଲାଞ୍ଚ ଟଙ୍କାକୁ ଜବତ କରା ଯାଇଥିବା ବେଳେ ତାଙ୍କୁ ଗିରଫ କରାଯାଇଥିବା ଭିଜିଲାନ୍ସ ଡିଏସ୍‌ପି ରବିକାନ୍ତ ସୁନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସାଇରନ୍‌ ଶୁଣି ଦୌଡ଼ିବା ବେଳେ ତଳେ ପଡ଼ି ଜଣଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୨ା୪(ଡି.ଏନ୍‌.ଏ.): ବର୍ତ୍ତମାନ ପୋଲିସ ସାଇରନ ଲୋକଙ୍କ ମନରେ ଛନକା ସୃଷ୍ଟି କରିଛି। ଏହି ସାଇରନ୍‌ ଶୁଣି କନ୍ଧମାଳ ଜିଲା ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ଖଣ୍ଡିଆନଈ ପଞ୍ଚାୟତର...

ରଜ ବଜାର ପାଇଁ ଅସମ୍ଭାଳ ଭିଡ଼

ଢେଙ୍କାନାଳ ଅଫିସ,୧୪।୬ (ରତନ ନାୟାର) ଗଣପର୍ବ ରଜ ଉପଲକ୍ଷେ ଲୁଗାପଟା କିଣିବା ଲାଗି ଜନସାଧାରଣଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଛି। ଏହାକୁ ନେଇ ଢେଙ୍କାନାଳର...

ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ...

ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ...

ଲିଗାଲ ହାୟାର ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ: ଗିରଫ ହେଲେ ପିଚୁକୁଳି ଏଆର୍‌ଆଇ ଏବଂ ଦଲାଲ

ଖୋର୍ଦ୍ଧା ଅଫିସ,୨୮ା୧୧: ଲିଗାଲ ହାୟାର ସାର୍ଟିଫିକେଟ ଦେବା ପାଇଁ ଦୁଇ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ଜିଲା ବୋଲଗଡ଼ ତହସିଲର ପିଚୁକୁଳି ଅତିରିକ୍ତ ରେଭିନ୍ୟୁ...

ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଆକ୍ରମଣ

ତିର୍ତ୍ତୋଲ,୭।୫(ଡି.ଏନ.ଏ.): ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଭାବେ ଆକ୍ରମଣ କରାଯାଇଛି। ଫଳରେ ୨ ଜଣ ମହିଳା ପୋଲିସ ଅଧିକାରୀ ଆହତ ହୋଇଛନ୍ତି।...

ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ...

ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

Advertisement
Archives

Model This Week