ପୁରୀ ଅଫିସ୍,୧୫।୧୦: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ ୨୦ ହାଜର ଟଙ୍କା ବୋନସ କରାଇଦେବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।
ପୁରୀ ଅଫିସ୍,୧୫।୧୦: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ ୨୦ ହାଜର ଟଙ୍କା ବୋନସ କରାଇଦେବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…
ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…
ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…
ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…
ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…
ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…
ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…