ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି। ଭବାନୀପାଟଣାସ୍ଥିତ ରାମନଗର ପଡା, ମନ୍ଦାରବଗିଚା ପଡା ସମେତ କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି। ହରପ୍ରସାଦଙ୍କ ରାମନଗରପଡାଠାରେ ତିନି ମହଲା ବିଶିଷ୍ଟ କୋଠା ରହିଛି। ଚଢାଉ ପ୍ରାଥମିକ ସ୍ତରରେ ରହିଥିଲେ ହେଁ ଆନୁମାନିକ ସମ୍ପତ୍ତି କୋଟିଏ ଉର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଛି। ସୋମବାର ଭିଜିଲାନ୍ସ ଟିମ୍‌ର କୋଟିପତି ଜୁନାଗଡ ରେଞ୍ଜର ଘରୁ ଉପରେ ଚଢାଉ ଓ ଆଜି ଡିଆରଡିଏ ମୁଖ୍ୟ କିରାଣିଙ୍କ ଘର ଉପରେ ଚଢାଉ ଦ୍ୱାରା ଲାଞ୍ଚୁଆ କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପୁତ୍ରକୁ ଗଛରେ ବାନ୍ଧି କାମକୁ ଯାଉଛନ୍ତି ମା’ବାପା

ପାରାଦୀପ,୨୦।୧୦ (ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଇଫ୍‌କୋ କାରଖାନା ସଂଲଗ୍ନ ବିଜୟଚନ୍ଦ୍ରପୁର ବସ୍ତିରେ ଗତ କିଛିଦିନ ହେବ ଗୋଟିଏ ଘଟଣା ସାଧାରଣ ଲୋକଙ୍କୁ ବ୍ୟଥିତ କରୁଛି। ମା’ବାପା...

‘ସେବାକୁ ବ୍ରତ ଭାବେ ଗ୍ରହଣ କର’

କାମାକ୍ଷାନଗର, ୪।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୩୫ତମ ଜିଲାସ୍ତରୀୟ ସ୍କାଉଟ୍ସ, ଗାଇଡ୍ସ କ୍ୟାମ୍ପୋରୀ। ଏହା ୩ଦିନ...

ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ହେଉ

ପାରଳାଖେମୁଣ୍ଡି,୧୩।୨(ଡି.ଏନ୍‌.ଏ.): ରାଜ୍ୟ ଭାଜପାର ଏକ ଟିମ୍‌ ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ଆନ୍ଧ୍ରପ୍ରଦେଶ ନିର୍ବାଚନ କରୁଥିବା ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଓଡ଼ିଶା...

ସାନ ଭାଇ ସହ ମିଶିଗଲେ ଭଉଣୀ : ପିଟିଲେ ବଡ଼ ଭାଇଙ୍କୁ

ପାଟଣା,୨୪।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆ ପଡ଼ା ପଞ୍ଚାୟତ ମାନପୁର ଗାଁରେ ପାରିବାରିକ ସଂଘର୍ଷ ହୋଇଛି। ରବିବାର ସନ୍ଧ୍ୟାରେ ବଡ଼ଭାଇ ନାରାୟଣ ମହାନ୍ତଙ୍କୁ...

ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯାଉ

କେନ୍ଦ୍ରାପଡ଼ା ଅଫିସ,୫।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାରହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକଶନ ଆଣ୍ଡ ମାନଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ...

ମେ’ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି

କଟକ ଅଫିସ,୨୦।୫: ଆସନ୍ତା ମେ’ ୨୨ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି। ଏନେଇ ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ

କାଳିଆପାଣି,୯।୩(ଡି.ଏନ୍‌.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍‌ ଧୁମ୍‌ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ...

ସରପଞ୍ଚଙ୍କୁ କରୋନା

ବାଲେଶ୍ୱର ଅଫିସ,୧୭ା୫: ରବିବାର ବାଲେଶ୍ୱର ଜିଲାରେ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସିମୁଳିଆ ବ୍ଲକର ଜଣେ ସରପଞ୍ଚ  ପଜିଟିଭ୍‌ ଚିହ୍ନଟ ହେବାସହ ଉକ୍ତ...

Advertisement
Archives

Model This Week