ଭିଜିଲାନ୍ସ ଜାଲରେ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ

ଛେଣ୍ଡିପଦା,୭।୮(ସ୍ବ.ପ୍ର.): ଅନୁଗୋଳ ଭିଜିଲାନ୍ସ ପକ୍ଷରୁ ବୁଧବାର ଛେଣ୍ଡିପଦା ତହସିଲ ଅନ୍ତର୍ଗତ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ ବାସଭବନ ସମେତ କଣଲୋଇ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ବିଭାଗ ପ୍ରଥମେ ତହସିଲର ପୂର୍ବତନ ଆରଆଇ ଜଗବନ୍ଧୁ ନାଏକଙ୍କ ଛେଣ୍ଡିପଦା ତହସିଲ କଲୋନୀସ୍ଥିତ ବାସଭବନରେ ଚଢ଼ାଉ କରିଥିଲେ। ଜଗବନ୍ଧୁଙ୍କୁ ଭିଜିଲାନ୍ସ ବିଭାଗ ଅଟକ ରଖିବା ସହ ତାଙ୍କୁ ନେଇ କଣଲୋଇ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଥିଲା। ଉକ୍ତ ଚଢ଼ାଉ ସମୟରେ ତାଙ୍କ ନିକଟରୁ ଦୁଇ ହଜାର ଟଙ୍କା ଜବତ କରାଯାଇଥିବା ଭିଜିଲାନ୍ସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଖ୍ୟା ବୃଦ୍ଧିରୁ ସମସ୍ୟା

ରତନ ନାୟାର ଢେଙ୍କାନାଳ ଅଫିସ, ୨୧।୧୦: ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରେ ହରିଣଙ୍କ ସଂଖ୍ୟା ବୃଦ୍ଧି ଯଦିଓ ସକାରାତ୍ମକ ବାର୍ତ୍ତା ଦେଉଛି, ତେବେ ସୀମିତ...

ଭାଇର ସୁରକ୍ଷା ପାଇଁ ‘କୋଭିଡ୍‌ ରାଖୀ’

କରୋନା ମହାମାରୀ ଯୋଗୁ ପୂଜା, ପର୍ବପର୍ବାଣିରେ କଟକଣାର ଟ୍ୟାଗ୍‌ ଝୁଲୁଛି। ଉତ୍ସବ ପାଳିବାକୁ ବି ସୁଯୋଗ ମିଳୁନି। ହେଲେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଗକୁ ଆସୁଥିବା...

କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି...

ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ

ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି...

ଗଞ୍ଜାମ କଲେଜରେ ଅଣଛାତ୍ର ପ୍ରବେଶ: ଅଘଟଣ ପୂର୍ବରୁ ଉଠାଇନେଲା ପୋଲିସ

ଗଞ୍ଜାମ,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ କଲେଜରେ ବୁଧବାର କିଛି ଅଣ ଛାତ୍ର ପ୍ରବେଶକୁ ନେଇ କଲେଜ ଛାତ୍ରୀଛାତ୍ର ଓ ଅଧ୍ୟାପିକା /ଅଧ୍ୟାପକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି l କିନ୍ତୁ...

ଶୁଭିବନି ଖଣ୍ଡଗିରି କୁମ୍ଭମେଳାର କୋଳାହଳ

ଭୁବନେଶ୍ୱର, ୬।୨ (ବ୍ୟୁରୋ): ସୋମବାର ମାଘ ସପ୍ତମୀଠାରୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା ଆରମ୍ଭ ହେବ। ହେଲେ କରୋନା କଟକଣା ପାଇଁ ଗତବର୍ଷ ଭଳି ଏଥର...

ୟୁକ୍ରେନ୍‌ରୁ ଫେରିଲେ କୋରାପୁଟ ଜିଲାର ୧୦ ଛାତ୍ରୀଛାତ୍ର

କୋରାପୁଟ,୯।୩(ସ୍ବ.ପ୍ର): ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଲାଗି ରହିଥିବାବେଳେ ସେଠାରେ ପାଠ ପଢୁଥିବା କୋରାପୁଟର ୧୦ ଜଣ ଛାତ୍ରୀଛାତ୍ର ଫେରୁଥିବା ଜଣାଯାଇଛି ା ବର୍ତ୍ତମାନ...

୧ରୁ ଡାକ୍ତରଙ୍କ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟ ସରକାର ଯଥାଶୀଘ୍ର ଦାବି ପୂରଣ ନ କଲେ ଫେବୃୟାରୀ ୧ରୁ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇବେ। ଏନେଇ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ...

Advertisement
Archives

Model This Week