ଭିଜିଲାନ୍ସ ଜାଲରେ ଫେଡ୍‌କୋ ଜେ.ଇ.

ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍‌କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି। ସ୍ଥାନୀୟ ଫେଡ୍‌କୋ କାର୍ଯ୍ୟାଳୟ ସମ୍ମୁଖରେ ଏହି ଘଟଣା ଘଟିଛି। ଜେ.ଇ.ଙ୍କଠାରୁ ଟଙ୍କା ଜବତ କରିବା ସହ ଭିଜିଲାନ୍ସ ଅଧିକାରୀ ମାନେ ତାଙ୍କୁ ଭୁବନେଶ୍ୱର କାର୍ଯ୍ୟାଳୟକୁ ନେଇଯାଇଛନ୍ତି। ନିର୍ଦ୍ଧାରିତ ପରିମାଣ ଠାରୁ ଅଧିକ ବିଦ୍ୟୁତ୍‌ ଶକ୍ତି ବ୍ୟବହାର କରୁଥିବା ସନ୍ଦେହରେ ସୁରେଶଙ୍କ ଘରେ ଫେଡ୍‌କୋ ଅଧିକାରୀମାନେ ଜାଞ୍ଚ କରି ତାଙ୍କ ଉପରେ ଜରିମାନା କରିଥିଲେ। ପରେ ଜରିମାନା ଅର୍ଥ କମାଇ ଦେବାକୁ ଫେଡ୍‌କୋ ଜେଇ ଲାଞ୍ଚ ମାଗିଥିବା ନେଇ ଭିଜିଲାନ୍ସ ନିକଟରେ ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଟଣୀ ତହସିଲ ପକ୍ଷରୁ ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଲୋକଙ୍କ କବ୍‌ଜାରେ ସରକାରୀ ଜମି

ଜଟଣୀ,୧୦ା୮(ଡି.ଏନ.ଏ.): ଜଟଣୀ ତହସିଲ ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ତହସିଲ ଅନ୍ତର୍ଗତ ଷଣ୍ଢପୁର ମୌଜାର ପ୍ଲଟ ନଂ. ୫୮୫ ଓ ୬୧୬ରେ ଥିବା...

ବସ୍‌ଷ୍ଟାଣ୍ଡ ଅଛି, ବସ୍‌ ଆସୁନାହିଁ

ବଲାଙ୍ଗୀର ଅଫିସ, ୨ା୩: ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନର ଅଦୂରଦର୍ଶିତା ତଥା ବିଚିତ୍ର ନିଷ୍ପତ୍ତି ବଲାଙ୍ଗୀର ସହରର ଚଳଚଞ୍ଚଳ ସରକାରୀ ବସଷ୍ଟାଣ୍ଡକୁ ଏବେ ଜନଶୂନ୍ୟ...

ଇଣ୍ଡିଆ ବୁକ୍‌ ଅଫ ରେକଡର୍‌ସରେ ଆଇଟିଆଇ

ବ୍ରହ୍ମପୁର ଅଫିସ,୧୯ା୩: ଦକ୍ଷତା ବିକାଶ ଓ ସ୍କ୍ରାପ୍‌ର ପୁନଃ ବିନିଯୋଗର ପ୍ରତିଫଳନ ଭାବେ ବ୍ରହ୍ମପୁର ଆଇଟିଆଇରେ ନିର୍ମିତ ‘ମାଇଣ୍ଡ, ହାର୍ଟ ଆଣ୍ଡ୍‌ ହ୍ୟାଣ୍ଡସ୍‌ ଶୋ’ ଓପନ୍‌ ସ୍କ୍ରାପ୍‌...

ହିତାଧିକାରୀଙ୍କୁ ମିଳିନି ହଜାରେ ଟଙ୍କା ସହାୟତା

ବାରିପଦା ଅଫିସ, ୧୨ା୪- ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ରାଶନ କାର୍ଡ଼ଧାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଏ କରୋନା ସହାୟତା ପ୍ରଦାନ କରିବା ପାଇଁ...

ନ୍ୟାୟ ପାଇଁ ଏସ୍‌ପିଙ୍କୁ ଭେଟିଲେ ଯୁବତୀ

ଭଦ୍ରକ ଅଫିସ, ୧୩ା୧: ୧୨ବର୍ଷ ପ୍ରେମ ପରେ ପ୍ରେମିକଙ୍କ ଦ୍ୱାରା ପ୍ରତାରିତ ତିହିଡ଼ି ଥାନା ଅଞ୍ଚଳର ଜଣେ ଯୁବତୀ ନ୍ୟାୟ ପାଇଁ ଶୁକ୍ରବାର ଭଦ୍ରକ ଏସ୍‌ପିଙ୍କୁ...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୮୭କୁ ବୃଦ୍ଧି ପାଇଛି। ୭ ମୃତକଙ୍କ...

ଖଟରେ ପଡ଼ିଛନ୍ତି ଡମ୍ବରୁଧର, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୋକସରା, ୭।୬ (ଡି.ଏନ.ଏ.)  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଅନ୍ତର୍ଗତ ଭିର୍କାପଡାର ଡମ୍ବରୁଧର ସେଠୀ (୬୩)। ଗତ ୨ମାସ ହେବ ସେ ଖଟରେ...

ବନ୍ଦ କୋଠରିରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

ଉମରକୋଟ, ୩।୧: ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୁମା ପଞ୍ଚାୟତ ବଡ଼ଖଡକା ଗାଁରେ ରବିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ପୋଳିସ ଉଦ୍ଧାର କରିଛି। ମୃତକ ହେଲେ ଉକ୍ତ...

Advertisement
Archives

Model This Week