ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟା ଏଣ୍ଟ୍ରି ଅପରେଟର, ତହସିଲଦାର ଅଟକ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟାଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁ। ଏକ ଜମିଜମା ମାମଲା ପାଇଁ ଧନେଶ୍ୱର ୧ ଲକ୍ଷ ୨୦ହଜାର ଟଙ୍କା ନେଉଥିଲେ। ଏହି ସମୟରେ ଡିଏସ୍‌ପି ଅକ୍ଷୟ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ତାଙ୍କୁ ଗିରଫ କରିଛି। ତେବେ ଏହି ଘଟଣାରେ ତହସିଲଦାର ରଶ୍ମୀରେଖା ପ୍ରଧାନଙ୍କୁ ମଧ୍ୟ ଅଟକ ରଖାଯାଇଛି। ସେମାନଙ୍କୁ ଭିଜିଲାନ୍ସ ଟିମ୍‌ ପଚରାଉଚରା କରୁଥିବା ସୂଚନା ମିଳିଛି। ତେବେ ତହସିଲଦାରଙ୍କ ପାଇଁ ଡାଟାଏଣ୍ଟ୍ରି ଅପରେଟର ଟଙ୍କା ନେଉଥିବା କୁହାଯାଉଥିଲେ ହେଁ ଧନେଶ୍ୱର ଏହାକୁ ଅସ୍ବିକାର କରିଛନ୍ତି। ତହସିଲଦାର ମଧ୍ୟ ଏ ବିଷୟରେ କିଛି ଜାଣି ନ ଥିବା ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନିଫର୍ମ ବାବଦରେ ଜେଲ କର୍ମଚାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଜେଲ କର୍ମଚାରୀଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ। ବର୍ଷକୁ ଏବାବଦରେ ଅଫିସରଙ୍କୁ ୩ହଜାର ଟଙ୍କା ଓ କର୍ମଚାରୀଙ୍କୁ ୪ହଜାର ଟଙ୍କା ଦିଆଯିବ। ଏନେଇ ଗୃହ ବିଭାଗ...

ରେଭେନ୍‌ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ

କଟକ ଅଫିସ,୩୦।୪: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ...

ପ୍ରେମିକାଙ୍କୁ ଅନ୍ୟ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖି ପ୍ରେମିକ ନେଲେ ଏମିତି ନିଷ୍ପତ୍ତି

ଲକ୍ଷ୍ନୌ,୯।୧: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପ୍ରେମିକ ନିଜ ପ୍ରେମିକାଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହ ଆପତ୍ତିଜନକ...

ଆମ୍ବଡାଳ ପଡ଼ି ଛାତ୍ର ମୃତ

ନିରାକାରପୁର,୧୮-୧୦(ଡି.ଏନ.ଏ.):ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବଗଛର ବିରାଟ...

ପୋଲିସ ପାଇଁ ପାର୍ବଣ ଭିଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର ୨୦।୯ (ବ୍ୟୁରୋ):ଦୁର୍ଗା ପୂଜା ପାଇଁ ରାଜଧାନୀ ଭୁବନେଶ୍ୱରରେ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଧୁମ୍‌ଧାମ୍‌ରେ ପୂଜା କରିବାକୁ ଆୟୋଜକମାନେ ଲାଗି ପଡିଥିବାବେଳେ ପୂଜା ବୁଲିବାକୁ ସହରବାସୀ...

ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ

କେନ୍ଦୁଝର ୭|୧ – ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା...

୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ

କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର...

Advertisement
Archives

Model This Week