ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡିଏ ସେକ୍ସନ ଅଫିସର ବିଭୂତି ଭୂଷଣ ରାୟଙ୍କ ୫ଟି ସ୍ଥାନରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ବୁଧବାର ରେଡ୍‌ ଜାରି ରହିଛି। ଭୁବନେଶ୍ୱରର ଝାରପଡ଼ା, ଜିଜିପି କଲୋନୀସ୍ଥିତ ଘର ସମେତ ଅଫିସରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଏପରିକି ଜଗତସିଂହପୁର ବିରିବାଟିସ୍ଥିତ ବିଭୂତିଙ୍କ ପେତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ର ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କ୍ରିଉ ମେମ୍ବରଙ୍କ ପାଇଁ ଭୁବନେଶ୍ୱରରେ ହୋଟେଲ ଖୋଲିବାକୁ ଅନୁମତି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଏୟାରଲାଇନ୍ସ କ୍ରିଉ ମେମ୍ବରଙ୍କ ରହଣି ପାଇଁ ରାଜଧାନୀରେ ଖୋଲିପାରିବ ହୋଟେଲ। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅନୁମତି...

ଦୁଇ ଦିନିଆ କଟକ ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ

କଟକ ଅଫିସ, ୧୭।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆସନ୍ତା ଅଗଷ୍ଟ ୮ ତାରିଖରେ ଦୁଇ ଦିନିଆ ଗସ୍ତରେ କଟକ ଆସିବେ । ଜବାହରଲାଲ ନେହରୁ...

ମାଫିଆଙ୍କ କବ୍‌ଜାରେ ନଦୀବନ୍ଧ: ଚାଲିଛି ବେଆଇନ ବାଲି ଓ ମାଟି ଉଠାଣ

ବିଞ୍ଝାରପୁର, ୨ା୬(ଡି.ଏନ.ଏ)- ସରକାର ନଦୀବନ୍ଧ ଉନ୍ନତିକରଣରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ବିିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ନଦୀବନ୍ଧରୁ ବେଆଇନଭାବେ ମାଟି ଓ ବାଲି...

ବାପାଙ୍କୁ ଛୁରି ଭୁସି ହତ୍ୟା କଲା ବଡପୁଅ  

ଖୁଣ୍ଟୁଣୀ,୧୨ା୭(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମୁଷୁଳିଆ ଗ୍ରାମ ମୁଣ୍ଡାସାହିର ନାଥ ପୂର୍ତ୍ତିଙ୍କୁ ଶନିବାର ରାତି ପ୍ରାୟ ୧୦ଟାରେ ତାଙ୍କ ବଡ଼ପୁଅ ଛୁରି ଭୁସି ହତ୍ୟା କରିଛନ୍ତି।...

୨୪ ଘଣ୍ଟାରେ ୨୫ଲକ୍ଷ ଜରିମାନା, ୨୭ ଗିରଫ

ଭୁବନେଶ୍ୱର,୮ା୪(ବ୍ୟୁରୋ): କରୋନା କଟକଣା ଓ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହେଉଥିବାରୁ ରାଜ୍ୟରେ ସଂକ୍ରମଣ ବଢ଼ୁଛି। ସ୍ଥିତି ବିଗିଡ଼ିବା ପରେ ଏବେ ରାଜ୍ୟ ପୋଲିସ କଟକଣାକୁ କଡାକଡି କରିବାକୁ...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ...

ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ...

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ...

Advertisement
Archives

Model This Week