ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ

ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ) ପାଇଁ ଅଛାଣ୍ଡପାଲି ଗ୍ରାମର କ୍ଷୀରସିନ୍ଧୁ ଡାଙ୍ଗଙ୍କଠାରୁ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଅତର୍କିତ ଚଢାଉ କରି ତାଙ୍କୁ ଗିରଫ କରିଥିଲେ। ତାଙ୍କ ପାଖରୁ ରାସାୟନିକ ପ୍ରଲେପ ଦିଆହୋଇଥିବା ୨ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri