ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭୁବନେଶ୍ୱର, ୨୫।୯(ବ୍ୟୁରୋ): କଟକ ସ୍ବେରେଜ ବୋର୍ଡ ପ୍ରକଳ୍ପ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ଯନ୍ତ୍ରୀ ପ୍ରମୋଦ ସାହୁଙ୍କ ନୂଆପଲ୍ଲୀସ୍ଥିତ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ପ୍ରମୋଦଙ୍କର ୩ଟି ପ୍ଲଟ, ୫୫ ଲକ୍ଷ ଟଙ୍କା, ୪ଶହ ଗ୍ରାମ ସୁନା ଅଳଙ୍କାର ଠାବ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼

ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ...

ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ୍‌ ସେବା ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ୦୫୮୭୦-୦୫୮୬୯ ରଙ୍ଗପଡ଼ା ନର୍ଥ-ପୁରୀ-ରଙ୍ଗପଡ଼ା ନର୍ଥ (ଆସାମ) ବିଶେଷ ଟ୍ରେନ୍‌ ସେବାକୁ ରଙ୍ଗପଡ଼ା ନର୍ଥଠାରୁ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି...

ପ୍ରାର୍ଥୀ ଚୟନକୁ ନେଇ ଛକାପଞ୍ଝା

ବାରିପଦା ଅଫିସ,୩ା୩: ମୟୂରଭଞ୍ଜ ଜିଲାରେ ପୌର ନିର୍ବାଚନ ଲାଗି ଉଷ୍ମତା ବଢ଼ି ଚାଲିଛି। ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପ୍ରାର୍ଥୀ ଚୟନ ନେଇ ବିଭିନ୍ନ...

କାମ ନ କରି ୬୩ ଲକ୍ଷ ଟଙ୍କାର ବିଲ୍‌

ପଟ୍ଟାମୁଣ୍ଡାଇ,୨୬ା୧୧(ସ୍ବ.ପ୍ର.): ରାଜ୍ୟ ସରକାର କୋଭିଡ୍‌ ଗାଇଡ୍‌ ଲାଇନ୍‌କୁ କଡ଼ାକଡ଼ି ଲାଗୁ କରିବା ସହ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟକୁ ବନ୍ଦ ରଖିଥିଲେ। ହେଲେ ପଟ୍ଟାମୁଣ୍ଡାଇ ପୂର୍ତ୍ତ...

ନିଆଁରେ ପୋଡ଼ୁଛି ରାସ୍ତାପାର୍ଶ୍ୱ ଗଛ

ନୟାଗଡ଼ ଅଫିସ, ୭।୩ – ଶରଣକୂଳ-ଓଡଗାଁ ରାସ୍ତାପାର୍ଶ୍ୱରେ ବନବିଭାଗ ପକ୍ଷରୁ ବିଭିନ୍ନ ଚାରା ରୋପଣ କରାଯାଇଥିଲା । ହେଲେ ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ତାହା ପଦା...

ବରଗଡ଼ କେନାଲରେ ପୁଣି ଜଣେ ଭାସିଗଲେ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବରଗଡ଼ ବ୍ଲକ ଅନ୍ତର୍ଗତ ସିମେଣ୍ଟ ନଗର ନିକଟ ସ୍କୁଲ ପଡାର ୭୦ ବର୍ଷୀୟ ବୃଦ୍ଧ ଜଳନ୍ଧର କଲେତ୍‌ ମୁଖ୍ୟ କେନାଲକୁ...

ମୁଖ୍ୟମନ୍ତ୍ରୀ ଘରୁ ବାହାରନ୍ତୁ: ସୁର

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ରାଜ୍ୟରେ କରୋନା ପରିସ୍ଥିତି ମେ’ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଥିଲା। ହେଲେ ରାଜ୍ୟ ସରକାର ପ୍ରବାସୀ ଓଡ଼ିଆଙ୍କୁ ଆଣି ଭୁଲ୍‌ କଲେ। ବିଭିନ୍ନ ଷ୍ଟେଶନରେ...

କରୋନାରେ ଚାଲିଗଲା ସରପଞ୍ଚଙ୍କ ସ୍ବାମୀଙ୍କ ଜୀବନ

ଲୋଇସିଂହା,୧।୫(ଡି.ଏନ୍‌.ଏ.): କରୋନାରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ସରପଞ୍ଚ ରୀନା ବିଶିଙ୍କ ସ୍ବାମୀ ଗୋପୀନାଥ ବିଶି(୪୯)ଙ୍କ ଶନିବାର ସକାଳେ ମୃତ୍ୟୁ ଘଟିଛି। ବଲାଙ୍ଗୀର କୋଭିଡ୍‌...

Advertisement
Archives

Model This Week