ଭିଜିଲାନ୍ସ ସଚେତନତା ସପ୍ତାହ: ଦୁର୍ନୀତିମୁକ୍ତ ସମାଜ ଗଠନ ଲାଗି ଶପଥପାଠ

ଛତ୍ରପୁର,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ସୋମବାର ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ହୋଇଛି। ଏହି ଅବସରରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା। ପରେ ଦୁର୍ନୀତିମୁକ୍ତ ସମାଜ ଗଠନ ପାଇଁ ଏକ ଶପଥ ପାଠ ହୋଇଥିଲା। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟଙ୍କ ସମେତ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri