Posted inଜାତୀୟ

ଭିଟା ମାଟିକୁ ଫେରିବେ କଶ୍ମୀର ପଣ୍ଡିତ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କରିଛି ଯୋଜନା

ଶ୍ରୀନଗର,୨୧।୭: ଜମ୍ମୁ-କଶ୍ମୀରକୁ ପୁଣି କଶ୍ମୀର ପଣ୍ଡିତ ଫେରାଇ ଆଣିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଗତ ଏକମାସ ଧରି ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଶ୍ମୀର ଡିଭିଜନର ଉଚ୍ଚ ଅଧିକାରୀଙ୍କ ସହିତ ଏକାଧିକ ବୈଠକ କରିଛନ୍ତି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସକ୍ରିୟ ହେବା ପରେ ୧୯୮୯ଠାରୁ କଶ୍ମୀର ପଣ୍ଡିତ ସୁରକ୍ଷା ଦୃଷ୍ଟିରୁ ଭିଟା ମାଟି ଛାଡିଥିଲେ। ସେମାନଙ୍କୁ ଫେରାଇ ଆଣିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ଇନିଂସ୍‌ରେ ୨୦୧୫ରେ ପୁନର୍ବାସ ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହା ସହିତ ଏଠାରୁ ଆତଙ୍କବାଦୀ କାର୍ଯ୍ୟକଳାପ ବନ୍ଦ ପାଇଁ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କେନ୍ଦ୍ର ସରକାର ଯୋଜନା କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରତିଶ୍ରୁତି: ଆର୍ଥିକ ଦକ୍ଷତା ବିଷୟରେ ଭୋଟରଙ୍କୁ ଅବଗତ କରାଇବାକୁ ସମସ୍ତ ରାଜନୈତିକ ଦଳଙ୍କୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୪।୧୦ : ନିର୍ବାଚନୀ ପ୍ରତିଶ୍ରୁତି ସମ୍ପର୍କରେ ସମସ୍ତ ରାଜନୈତିକ ଦଳକୁ ନିର୍ବାଚନ ଆୟୋଗ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ମାଗଣା ଉପହାର କିମ୍ବା ପ୍ରତିଶ୍ରୁତି ବନ୍ଦକୁ ନେଇ...

ରାଜଧାନୀରେ ୨ ଦିନିଆ ଲକଡାଉନ୍‌ ପାଇଁ ସୁପ୍ରିମ୍‌କୋର୍ଟଙ୍କ ପରାମର୍ଶ…

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ପ୍ରଧାନ ବିଚାରପତି ଏନ୍‌.ଭି. ରମନା ପରାମର୍ଶ ଦେଇଛନ୍ତି ଯେ,...

କୋରୋନିଲ୍‌ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ

ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍‌ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍‌...

ଆଦାନୀ, ମୋଦିଙ୍କ ସମ୍ପର୍କର ତଦନ୍ତ ହେଉ

ନୂଆଦିଲ୍ଲୀ,୧୬ା୩: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ଉପରେ ଆମେରିକୀୟ ଶର୍ଟସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ପ୍ରଘଟ ରିପୋର୍ଟକୁ ନେଇ ଭାରତୀୟ ରାଜନୀତି ଦିନକୁ...

୯ ହଜାର ସ୍କୁଲ ପିଲାଙ୍କୁ ସ୍କୁଟି ଦେବେ ଶିବରାଜ ସରକାର…

ଭୋପାଳ,୧୪।୬ : ବୁଧବାର ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କେତେକ...

ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନେଲେ ଶପଥ…

ନୂଆଦିଲ୍ଲୀ,୨୫।୭ : ଦ୍ରୌପଦୀ ମୁର୍ମୁ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମନା ତାଙ୍କୁ...

ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର...

କଂଗ୍ରେସ ଏକ ଦୁର୍ବଳ ବିରୋଧୀ ଦଳ: ସିବଲ୍‌

ନୂଆଦିଲ୍ଲୀ,୨୨।୧୧: ବିହାର ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ଦଳରେ ଫାଟ ବଢ଼ିବାରେ ଲାଗିଛି। ଲଗାତାର କଂଗ୍ରେସର ବରିଷ୍ଠ ସଦସ୍ୟ କପିଲ ସିବଲ ଦଳର ନେତୃତ୍ୱ...

Advertisement
Archives

Model This Week