ଭିଡ଼ରୁ ବ୍ୟାପୁଛି କରୋନା ସଂକ୍ରମଣ: ମାର୍ଚ୍ଚ ୩୧ ଯାଏ ହାଇକୋର୍ଟ ଆସିବେନି ଓକିଲ

କଟକ ଅଫିସ,୧୭।୩: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା, ସ୍କୁଲ, କଲେଜ, ଶପିଂମଲ, ଜିମ୍‌ ସହ ଅନ୍ୟାନ୍ୟ ଜନଗହଳିସ୍ଥାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ୩୧ ଯାଏ ଓକିଲମାନେ ହାଇକୋର୍ଟ ଆସିବେ ନାହିଁ ବୋଲି ଜଣାପଡ଼ିଛି। ମଙ୍ଗଳବାର କରୋନା ସତର୍କତା ନେଇ ହାଇକୋର୍ଟ ଓକିଲ ସଂଘ ଏହି ନିଷ୍ପତ୍ତି ନେଇଛି। ତଦନୁଯାୟୀ, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ନ କରିବାକୁ ସଂଘ ନିଷ୍ପତ୍ତି ନେଇଛି। ଭିଡ ଏଡ଼ାଇବାକୁ କୋର୍ଟ ନ ଆସିବାକୁ ଓକିଲମାନେ ନିଷ୍ପତ୍ତି ନେଇଛନ୍ତି। ଏପରିକି ଭିଡରୁ ସଂକ୍ରମଣ ବ୍ୟାପୁଥିବାରୁ ଓକିଲଙ୍କୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଉଥିବା ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର...

ଅଜନା ରୋଗ୍‌ରେ ପୀଡ଼ିତ ହୀରାଦେଈ

ଖଡିଆଳ,୨୩।୧୦(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗଁାର କେତୁ ଷଣ୍ଢକଁର ମାଏକିନା ହୀରାଦେଈ ଷଣ୍ଢ। ଆଏଜ୍‌କେ ୨ ବଛର ହେଲା କେହେନ୍‌ସି ଗୁଟେ ଅଜନା...

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ : ହଂକଂରେ ଭାରତରୁ ପ୍ରତିନିଧିତ୍ୱ କରିବେ ଶରଣ୍ୟା

ଭୁବନେଶ୍ୱର,୧୭।୫(ବ୍ୟୁରୋ):  ଗତ ଏପ୍ରିଲ ୨୭ରୁ ୨୯ ପର୍ଯ୍ୟନ୍ତ କେରଳର କୋଝିକୋଡ଼ଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ ୨୦୧୯ରେ ବାଜି ମାରିଛନ୍ତି ଆଉ ଜଣେ ଓଡ଼ିଆ। ଜୁନିୟର...

ମହିଳା ଏସ୍‌ଏଚ୍‌ଜି ସଂଗ୍ରହ କଲେ ୨ ଲକ୍ଷ ୩୨ ହଜାର କୁଇଣ୍ଟାଲ ଧାନ

ଭବାନୀପାଟଣା,୨୮।୬(ଡି.ଏନ୍‌.ଏ.): ଚଳିତ ରବି ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟାରେ ମହିଳା ଏସ୍‌ଏଚ୍‌ଜିଗୁଡ଼ିକୁ ସାମିଲ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏ ନେଇ...

୧୫ ଗ୍ରାମ ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଅବକାରୀ ସ୍କ୍ବାଡ୍‌ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନାର ଭାଲିଆବାଡିରେ ବୁଧବାର ପୂର୍ବାହ୍ନରେ ଅବକାରୀ ବିଭାଗ ଚଢ଼ାଉ କରି ୧୫ ଗ୍ରାମ ବ୍ରାଉନସୁଗାର...

ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତି ବୈଠକ: ୧୨ ମଣ୍ଡପରେ ଦୁର୍ଗା, ୨୯ ମଣ୍ଡପରେ ଲକ୍ଷ୍ମୀ ପୂଜା

ଅନୁଗୋଳ ଅଫିସ, ୧୩।୯-ଅନୁଗୋଳ କେନ୍ଦ୍ରୀୟ ପୂଜା ସମିତିର ଏକ ବୈଠକ ଗୁରୁବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଗାମୀ ଦୁର୍ଗାପୂଜା ଓ ମା’...

ଆରମ୍ଭ ହେଲା ଯୁକ୍ତ ୩ ମୂଲ୍ୟାଙ୍କନ

ଭଞ୍ଜନଗର୩୦।୬(ଡି.ଏନ.ଏ)- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ଠାରୁ ଯୁକ୍ତ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା ଖାତାର ମୂଲ୍ୟାଙ୍କନ...

ହର୍ପିସ ପଞ୍ଝାରେ ହାତୀ

ଢେଙ୍କାନାଳ ଅଫିସ, ୨୭।୬ – ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ ନିର୍ଭୟରେ ବିଚରଣ କରୁଥିବା ହାତୀଙ୍କ ପାଇଁ ଘାତକ ସାଜିଛି ମାରାତ୍ମକ ହର୍ପିସ୍‌। ବିଶେଷ କରି...

Coronavirus Update

Archives

Model This Week

Why Dharitri