ଭିଡ଼ିଓ କନ୍‌ଫରେନ୍ସିଂରେ କ୍ୟାବିନେଟ ବୈଠକ: ଯୋଗଦେଲେ ମନ୍ତ୍ରୀ

ଛତ୍ରପୁର,୯ା୪(ଡି.ଏନ୍‌.ଏ.)- ଭିଡ଼ିଓ କନ୍‌ଫରେନ୍ସିଂରେ ଗୁରୁବାର ଓଡିଶା ସରକାରଙ୍କ ଗୁରୁତ୍ୱପୂର୍ଣ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡ଼ିଓ କନ୍‌ଫରେନ୍ସିଂ ହଲ୍‌ରେ ବସି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉକ୍ତ କ୍ୟାବିନେଟ ବୈଠକରେ ଯୋଗଦେଥିଲେ। କରୋନା ପରିପ୍ରେକ୍ଷୀରେ ଏପରି ବ୍ୟବସ୍ଥା ପ୍ରଥମ ଥର ପାଇଁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି...

ଗଛରେ ପିଟିହେଲା ପର୍ଯ୍ୟଟକଙ୍କ କାର୍‌: ୩ ଗୁରୁତର, ୨ ଆହତ

ଗୋପ,୧୦।୧୦(ଡି.ଏନ୍‌.ଏ.): ଗୋପ-କୋଣାର୍କ ରାସ୍ତାର ଜୁଣେଇ ନିକଟରେ ଗୁରୁବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। କୋଣାର୍କ ବୁଲିବାକୁ ଯାଉଥିବା ଭଦ୍ରକ ଅଞ୍ଚଳର ଏକ କାର୍‌(ଓଡି୨୨ଏଲ୍‌୪୫୫୫) ଗଛରେ...

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା...

ନିରାମୟ କେନ୍ଦ୍ରରେ କର୍ମଚାରୀ, ଔଷଧ ଅଭାବ

ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ...

ସହଯୋଗର ହାତ ବଢାଉଛନ୍ତି ସ୍ବେଚ୍ଛାସେବୀ

ରାଇକିଆ,୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ ବାହାରୁ ଆସି ରାଇକିଆ ବ୍ଲକରେ ଅଟକି ଯାଇଥିବା ଶ୍ରମିକଙ୍କ ଚିନ୍ତା ବଢ଼ିଛି। କାମ ବନ୍ଦ ପରେ ଗଜପତିରୁ ଆସିଥିବା ଶ୍ରମିକ ଗଁାକୁ...

ଠକେଇର ଶିକାର ହୋଇଥିଲେ ରିପୋର୍ଟ କର

କଟକ ଅଫିସ,୧୩ା୧୨: ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି ପରିଚୟ ଦେଇ ଚାକିରି କରାଇ ଦେବାକୁ କହି ବହୁ ଯବତୀଯୁବକଙ୍କଠାରୁ ବହୁ କୋଟି ଟଙ୍କା...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ

ବଇଣ୍ଡା,୪।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ବୁଧବାର ଭିଜିଲାନ୍ସ ବିଭାଗ...

୪ଦଫା ଦାବି ନେଇ ବିଡିଓଙ୍କୁ ସ୍ମାରକପତ୍ର

ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): ୪ଦଫା ଦାବିରେ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବିଶ୍ୱନିରାମୟ ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଏକ ସ୍ମାରକ ପତ୍ର ବିଡିଓ କର୍ଣ୍ଣଦେବ...

Advertisement
Archives

Model This Week