ଭିଡ଼ିଓ ଭାଇରଲ ପରେ ବନରକ୍ଷୀ ନିଳମ୍ବିତ

ଭଞ୍ଜନଗର,୫।୫(ଡି.ଏନ୍‌.ଏ.)- ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ବିଞ୍ଜିଗିରି ସେକ୍ସନର ବନରକ୍ଷୀ ଏମ.ଏମ୍‌. ରାଉଳ ଜଣେ କାଠ ଚୋରଙ୍କ ଠାରୁ ଲାଞ୍ଚ ନେବା ଭିଡ଼ିଓ କିଛିଦିନ ପୂର୍ବେ ଭାଇରଲ ହୋଇଥିଲା। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଏକ ଟିମ୍‌ ଘଟଣାର ତଦନ୍ତ କରି ଡ଼ିଏଫ୍‌ଓଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ତାଙ୍କୁ ନିଳମ୍ବିତ କରାଯାଇଛି। ପ୍ରକାଶ ଯେ, ୫ମାସ ପୂର୍ବେ ଜଣେ କାଠ ଚୋରକୁ ବନରକ୍ଷୀ ରାଉଳ ଧରିଥିଲେ। ୭ଶହ ଟଙ୍କା ଦେଲେ ମାମଲା ରୁଜୁ ହେବନାହିଁ ବୋଲି କଥା ଛିଡିବା ପରେ ତାଙ୍କୁ ଛାଡି ଦେଇଥିଲେ। କିଛିଦିନ ପରେ ସେ ଟଙ୍କାଦେବାବେଳେ କେହି ଏହାର ଭିଡିଓ ଉତ୍ତୋଳନ କରି ଭାଇରାଲ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri