ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ କରୋନା ଭାଇରସ ସଂକ୍ରମଣକୁ ନେଇ ସଚେତନତା ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ ଏବେ ମହାମାରୀରେ ପରିଣତ ହୋଇଥିବା ବେଳେ ଆବଶ୍ୟକ ନ ଥିଲେ ଘରୁ ବାହାରକୁ ଯାଆନ୍ତୁ ନାହିଁ ବୋଲି କହିଛନ୍ତି ଶାହାରୁଖ। ଏହାସହ କରୋନାକୁ ନେଇ ଗୁଜବ ପ୍ରଚାର କରନ୍ତୁ ନାହିଁ ବୋଲି ସେ କହିଛନ୍ତି। ୫୪ ବର୍ଷୀୟ ଅଭିନେତା ଶାହାରୁଖ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଏହାକୁ ନେଇ ଏକ ଭିଡ଼ିଓ ଶେୟାର କରି ଲୋକମାନଙ୍କୁ କରୋନା ସଚେତନତାର ବାର୍ତ୍ତା ଦେଇଛନ୍ତି। ଆସନ୍ତା ୧୦-୧୫ ଦିନ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥିବା ବେଳେ ସମସ୍ତେ ଏହାପ୍ରତି ନଜର ଦେବାକୁ ସେ କହିଛନ୍ତି। ସମାନ ଢଙ୍ଗରେ ବଲିଉଡ୍‌୍‌ ଖିଲାଡି ବୟ ମଧ୍ୟ ଲୋକଙ୍କୁ ସଚେତନତାର ବାର୍ତ୍ତା ଦେଇଛନ୍ତି। ଅକ୍ଷୟ ମଧ୍ୟ ଏକ ଭିଡ଼ିଓ ଜରିଆରେ ଲୋକଙ୍କୁ ବାହାରକୁ ନ ଯିବା ଓ ସ୍ବଚ୍ଛତା ଉପରେ ଧ୍ୟାନ ଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନଙ୍କ ବିପକ୍ଷରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ଭାଗ୍ୟଶ୍ରୀ। ଦର୍ଶକେ ଚଳଚ୍ଚିତ୍ର ‘ମୈନେ ପ୍ୟାର କିୟା’ରେ ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ...

ଶୁଟିଂ ସେଟ୍‌ରେ କଥା ହେଉ ନ ଥିଲେ ଅଭିନେତ୍ରୀ ଅଭିନେତା, ତଥାପି ସୁପରହିଟ୍‌ ହୋଇଥିଲା ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ର ୩ ଖାଁ ଏକା ସାଥୀରେ କାମ କରି ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏହି ୩ ଖାଁ...

ତିନି ବର୍ଷ ପରେ ଟେଲି ପରଦାକୁ ଫେରୁଛନ୍ତି ଏହି ହ୍ୟାଣ୍ଡସମ୍‌ ଅଭିନେତା

ବମ୍ବେ: ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ଟେଲି ପରଦାକୁ ଫେରୁଛନ୍ତି ଅଭିନେତା ଶୋଏବ ଇବ୍ରାହିମ୍‌। ନୂଆ ଶୋ’ ସହ ନୂଆ ଭୂମିକାରେ ତାଙ୍କୁ ଦର୍ଶକେ...

ଆସିକା ସବ୍‌ଜେଲର ୩ କର୍ମଚାରୀଙ୍କୁ କରୋନା

ଆସିକା,୬ା୮(ଡି.ଏନ୍‌.ଏ.)- ଆସିକା ବ୍ଲକ୍‌, ତହସିଲ୍‌, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍‌ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍‌ଜେଲରେ ମଙ୍ଗଳବାର କର୍ମଚାରୀଙ୍କ...

ଭୟଙ୍କର ସ୍ଥିତି ଆସିବ ଜୁନ୍‌ରେ: ଦିନକୁ ମୃତ୍ୟୁ ସଂଖ୍ୟା ୨୫୦୦ ଛୁଇଁବା ଆଶଙ୍କା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଆଗକୁ ଭାରତରେ ସ୍ଥିତି ଅଧିକ ସଙ୍କଟ ଜନକ ହେବ ବୋଲି ଲାସେଣ୍ଟ୍‌ ପତ୍ରିକାରେ ଏକ ରିପୋର୍ଟ...

ଟୁଇଟରରେ ଟ୍ରେଣ୍ଡ ହେଲା ହାସଟ୍ୟାଗ ଦୀପିକା ପାଦୁକୋନ

ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ହିରୋଇନ୍ ଦୀପିକା ପାଦୁକୋନ ଫିଲ୍ମ ‘ଓମ ଶାନ୍ତି ଓମ’ରୁ ବଲିଉଡ ଡେବ୍ୟୁ କରିଥିଲେ । ୯ ନଭେମ୍ବର ୨୦୦୭ରେ...

ଝିଅକୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁନୀଲ

ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ଆଥିୟା ସେଟ୍ଟି ୨୮ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ...

ହେୟାର କଟ୍‌ ଫର୍ମୁଲା

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଘରେ ରହିବା ଫଳରେ କିଛି ଲୋକଙ୍କର କ୍ରିଏଟିଭିଟି ବେଶ୍‌ ଉତ୍ସାହପୂର୍ଣ୍ଣ ହୋଇପାରିଛି। ଏଇ ଯେମିତି ଏବେ ଚୁଟି କାଟିବାର ଏକ ସ୍ବତନ୍ତ୍ର...

Advertisement
Archives

Model This Week