Posted inଜାତୀୟ

ଭିଡ଼ ହିଂସା: ରକ୍ତରେ ମୋଦିଙ୍କ ପାଖକୁ ଚିଠି ଲେଖିଲେ ୧୦୧ ହିନ୍ଦୁ ମହାସଭା କର୍ମୀ

ଲକ୍ଷ୍ନୌ,୨୯।୭: ଭିଡ଼ ହିଂସା ନେଇ ଫିଲ୍ମ ଦୁନିଆର ୪୯ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖକୁ ଚିଠି ଲେଖିଥିଲେ। ଏହାର ଗୋଟିଏ ଦିନ ପରେ ବଲିଉଡ୍‌ ଦୁଇଫାଳ ହୋଇଥିଲା। ଫିଲ୍ମ ଦୁନିଆର ୬୧ ଜଣ ଏହାର ବିରୋଧ କରି ଚିଠି ଉପସ୍ଥାପନ କରିଥିଲେ। ଏବେ ଉତ୍ତରପ୍ରଦେଶ ଅଲିଗଡ଼ର ହିନ୍ଦୁ ମହାସଭା ସଂଗଠନର ୧୦୧ ଜଣ କର୍ମୀ ପୂର୍ବର ୪୯ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତିଙ୍କ ଚିଠିକୁ ବିରୋଧ କରି ମୋଦିଙ୍କ ପାଖକୁ ରକ୍ତରେ ଚିଠି ଲେଖିଛନ୍ତି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ମଦ ପିଇବା ଘଟଣା, ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି: ୧୪ ଗିରଫ

ଅହମଦାବାଦ,୨୭।୭: ଗୁଜୁରାଟର ବାଟୋଡ୍‌ଠାରେ ବିଷାକ୍ତ ମଦ ପିଇ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି। ପୋଲିସ ଏହି ମାମଲାରେ ତଦନ୍ତକୁ ଜୋରଦାର କରିଥିବା ବେଳେ ଏପର୍ଯ୍ୟନ୍ତ...

ହୃଦ୍‌ଘାତରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ

କାଙ୍କେର,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଘଟିଛି ଏକ ଅଘଟଣ। ଛତିଶଗଡ଼ର କାଙ୍କେରରେ ଥିବା ବୁଥ୍‌ ନମ୍ବର ୧୮୬ରେ ଜଣେ...

ଲିଭ୍‌-ଇନ୍‌ରେ ରହିବା ଅପବିତ୍ର

ଚଣ୍ଡିଗଡ,୨୨।୮: ପଞ୍ଜାବ ଏବଂ ହରିୟାଣା ଉଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ଲିଭ୍‌-ଇନ୍‌ ରିଲେସନଶିପ୍‌କୁ ଅପବିତ୍ର ଘୋଷଣା କରିଛନ୍ତି। ପଞ୍ଜାବ ଏବଂ ହରିୟାଣା...

ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ହେଲେ ଭୟଭୀତ ନ ହେବାକୁ କହିଲେ କେଜରିୱାଲ

ନୂଆଦିଲ୍ଲୀ,୨ ।୧: ରାଜଧାନୀରେ ବଢି ଚାଲିଥିବା କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ପଛରେ ପକାଇ ଦେଇଛି । ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି...

୬ରେ ସିଜେଆଇଙ୍କ ଖଣ୍ଡପୀଠରେ ଶୁଣାଣି

ନୂଆଦିଲ୍ଲୀ,୩୧।୧: ୨୦୦୨ ଗୁଜରାଟ ଦଙ୍ଗା ଉପରେ ବିବିସି ପ୍ରସ୍ତୁତ ଡକ୍ୟୁମେଣ୍ଟାରିକୁ ନିଷେଧ କରିବା ସହ ଏହା ଉପରେ ଟୁଇଟ୍‌ ଏବଂ ସୋସିଆଲ ମିଡିଆ ପୋଷ୍ଟକୁ ହଟାଇବା...

ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ପାସ୍‌ ହୋଇଥିବାବେଳେ ବିଜେଡି ଏହାକୁ ସମର୍ଥନ କରିଛି। କେନ୍ଦୁଝରର ବିଜେଡି ସାଂସଦ ଚନ୍ଦ୍ରାଣୀ ମୁର୍ମୁ ଏନେଇ...

୬୯ ବର୍ଷରେ ମୋଦି

ନୂଆଦିଲ୍ଲୀ,୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପାଦ ଦେଇଛନ୍ତି। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ...

‘ଦିନରେ ରାଲି, ରାତିରେ କର୍ଫ୍ୟୁ’

ଲକ୍ଷ୍ନୌ,୨୭।୧୨: ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଉତ୍ତରପ୍ରଦେଶରେ ବଡ଼ ବଡ଼ ରାଲି ଆୟୋଜନ କରାଯାଉଛି। ଏଥିଲାଗି ଭାଜପା ନେତୃତ୍ୱକୁ ସମାଲୋଚନା କରିଛନ୍ତି...

Advertisement
Archives

Model This Week