ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବସିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ତେବେ ପ୍ରଥମଥର ପାଇଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହା ଅନୁଷ୍ଠିତ ହୋଇଛି। ନବୀନ ନିବାସରେ ରହି ମୁଖ୍ୟମନ୍ତ୍ରୀ ଏଥିରେ ଅଧ୍ୟକ୍ଷତା କରିଛନ୍ତି। ଲୋକସଭା ଭବନରେ ଅନୁଷ୍ଠିତ ଏହି ବୈଠକରେ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, କୃଷିମନ୍ତ୍ରୀ ଅରୁଣ ସାହୁ ଉପସ୍ଥିତ ଅଛନ୍ତି। କ୍ୟାବିନେଟ ପରେ କରୋନା ସଂକ୍ରାନ୍ତୀୟ ମନ୍ତ୍ରୀସ୍ତରୀୟ ବୈଠକ ମଧ୍ୟ ବସିବ। ଉକ୍ତ ବୈଠକରେ କରୋନା ମୁକାବିଲା ନେଇ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri