ଭିତରକନିକା ଜାତୀୟ ଉଦ୍ୟାନର କୃତ୍ରିମ ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଛୁଆ ଫୁଟିବା ଆରମ୍ଭ

ରାଜନଗର,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନରେ ୧୯୭୫ ମସିହାରେ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ. ଏଚ୍‌ .ଆର୍‌ ବଷ୍ଟାର୍ଡଙ୍କ ଦ୍ୱାରା ପ୍ରଥମ କୃତ୍ରିମ ପ୍ରଜନନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଥିରେ ଚଳିତ ବର୍ଷ ବନ ବିଭାଗ ପକ୍ଷରୁ ୪୫ଟି କୁମ୍ଭୀର ଅଣ୍ଡା ସଂଗ୍ରହ କରାଯାଇଥିଲା। କୃତ୍ରିମ ଉପାୟରେ ଏହାକୁ ୪ଫୁଟ ଉଚ୍ଚରେ ହେନ୍ତାଳ ପତ୍ର ଦ୍ୱାରା ବସା ବନ୍ଧାଯାଇଥିଲା। ଏହି ଅଣ୍ଡାରୁ ଏବେ ଛୁଆ ଫୁଟିବା ଆରମ୍ଭ ହୋଇଛି। ଏହା ଏକ ସପ୍ତାହ ଧରି ଚାଲିବ ବୋଲି ଜାତୀୟ ଉଦ୍ୟାନ ସଂରକ୍ଷକ ସୁବ୍ରତ କୁମାର ପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ଚଳିତ ବର୍ଷ ମେ’ରୁ ଜୁଲାଇ ୩ ମାସ ଧରି କୁମ୍ଭୀର ପ୍ରଜନନ ଋତୁରେ ୧୧୧ଟି ବସା ଚିହ୍ନଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri