ଭିନ୍ନକ୍ଷମ ଝି’ର ଚିକିଛା ସାହାଯ୍‌ ଆଶ୍‌ରେ ଅଜୟ

ପାଇକମାଳ, ୨୨।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ପାଇକମାଳ ବ୍ଲକ ମାଣ୍ଡିଆଢ଼ିପା ପଁଚେତ୍‌ କେନାବୁଦା ଗଁାର ଅଜୟ ସାହୁକଁର ଝି’ ସୌଦାମିନୀ ସାହୁ(୮)। ସେ ୧୦୦ ପରତିଶତ ଭିନ୍ନକ୍ଷମ ଆଏ। ମେରୁହାଡ଼ରେ ଅସ୍‌ବିଧା ଲାଗି ସେ ମୁଡ଼ ସଲଖେଇ ରଖି ନାଇଁପାରବାର, ସବୁବେଲେ ଖଟେ ପଡ଼ି ରହିଛନ୍‌। ଡାକ୍‌ତରମାନକର କହେବାର ହିସାବେ ଉଚ ଚିକିଛା କଲେ ସୌଦାମିନୀ ଭଲ ହେଇଯିବେ। ହେଲେ ଅଜୟ ଝନେ ନିହାତି ଗରିବ୍‌ ଲୋକ୍‌ ହେଇଥିଲାବେଲେ ଅଭାବ ଅନାଟନରୁ ଝି’ର ଚିକିଛା କରେଇ ନାଇଁପାରବାର। ଇଆଡ଼େ ଅଜୟ ପାଇକମାଳ ବ୍ଲକରେ ଝି’ର ଭିନ୍ନକ୍ଷମ ଭତାର ଲାଗି ଅନେକ ଥର ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଜିଲା ପରଶାସନ ଇ ଦୁଖି ପରିବାର ଉପରେ ଦୁରୁଷ୍‌ଟି ଦେଇ ସୌଦାମିନୀକୁଁ ସରକାରୀ ଚିକିଛା ସାହାଯ୍‌, ଭିନ୍ନକ୍ଷମ ଭତା ଯୁଗେଇ ଦେବାକେ ଭିନେ ଭିନେ ମହଲରୁ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭: ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri