Posted inଜାତୀୟ

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ପାଲିଙ୍କିର ବ୍ୟବସ୍ଥା କଲେ ନିର୍ବାଚନ କମିଶନ

ନାହାନ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ରବିବାର ଚାଲିଥିବା ବେଳେ ଏଥିରେ ଭିନ୍ନକ୍ଷମମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରୁଖୁରୁରେ ଆସି ମତଦାନ କରିବେ ସେଥିପ୍ରତି ବିଶେଷ ଦୃଷ୍ଟି ଦିଆଯାଇଛି। ତେବେ ହିମାଚଳ ପ୍ରଦେଶର ନାହାନରେ ଜଣେ ୪୦ ବର୍ଷୀୟ ଭିନ୍ନକ୍ଷମ ବ୍ୟକ୍ତି ନରେଶ ଚାନ୍ଦଙ୍କ ପାଇଁ ରାଜ୍ୟ ନିର୍ବାଚନ କମିଶନ ଯେଉଁ ବ୍ୟବସ୍ଥା କରିଛନ୍ତି ତାକୁ ନେଇ ଚର୍ଚ୍ଚା ହୋଇଛି। ନରେଶ ମତଦାନ କେନ୍ଦ୍ରରେ ପହଞ୍ଚିବା ପାଇଁ ନିର୍ବାଚନ କମିଶନ ଏକ ପାଲିଙ୍କିର ବ୍ୟବସ୍ଥା କରିଥିଲେ। ୪ଜଣ ବ୍ୟକ୍ତି ତାଙ୍କୁ ଏକ ସୁନ୍ଦର ପାଲିଙ୍କିରେ ବସାଇ ମତଦାନ କେନ୍ଦ୍ର ପର୍ଯ୍ୟନ୍ତ ଆଣିଥିଲେ। ଏବେ ଏହି କାର୍ଯ୍ୟପାଇଁ ସମସ୍ତେ ନିର୍ବାଚନ କମିଶନଙ୍କ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କ ପାଇଁ ହେବ ‘ଅପାର କାର୍ଡ’, ଜାଣନ୍ତୁ କେଉଁ କାମରେ ଲାଗିବ…

ନୂଆଦିଲ୍ଲୀ,୬।୧୨: ଆଧାରକାର୍ଡ ଏବେ ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଯାଇଛି। ରାଶନ ଦୋକାନରୁ ଆରମ୍ଭ କରି ସିମ କାର୍ଡ କିଣିବା ପର୍ଯ୍ୟନ୍ତ ସବୁଠି ଆଧାର...

ମୋଦି ଦିଅନ୍ତୁ ଗଣତନ୍ତ୍ରକୁ ବଞ୍ଚାଇବା ଗ୍ୟାରେଣ୍ଟି: ଇଭିଏମରେ ଜାଣିଶୁଣି କରାଯାଇଛି ତ୍ରୁଟି, ବାଲାଟ ପେପର ଭୋଟିଂ ପାଇଁ ବିରୋଧୀଙ୍କ ଦାବି…

ନୂଆଦିଲ୍ଲୀ,୬।୧୨ : ନିକଟରେ ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ ଅନୁଷ୍ଠିତ ତିନୋଟି ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ର ବିଜୟ ପରେ ସମସ୍ତ...

ଭାଜପା ପ୍ରାର୍ଥୀ ହାରିବା ପରେ ଅଧା ନିଶ-କେଶ କାଟିଲେ କାର୍ଯ୍ୟକର୍ତ୍ତା

ରାୟପୁର,୬।୧୨: ଛତିଶଗଡର ବିଧାନସଭା ନିର୍ବାଚନରେ ନେତା ଏବଂ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ରାଜନୈତିକ ଦଳର ନେତାଙ୍କ ସହ ସେମାନଙ୍କ କର୍ମୀମାନେ ମଧ୍ୟ...

ଲକ୍ଷପତି ଭିକାରୀଙ୍କ ଭୋକରେ ମୃତ୍ୟୁ, ପାଖରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା

ବଲସାଡ,୬।୧୨: ରାସ୍ତାରେ ଯିବାଆସିବା ସମୟରେ ଆପଣ ଭିକାରୀଙ୍କୁ ନିହାତି ଭେଟୁଥିବେ। ପେଟ ପୋଷିବା ପାଇଁ ସେମାନେ ରାସ୍ତାକଡରେ ବସି ଭିକ ମାଗିଥାନ୍ତି। ଭିକରୁ ମିଳୁଥିବା ୩୦-୪୦ଟଙ୍କାକୁ...

ଦୁର୍ବଳ ହେଲା ‘ମିଗଜୋମ’: ୧୭ ମୃତ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇପଡିଥିବା ବୁଧବାର ଭାରତ...

ନିଜ ବୁଥ୍‌କୁ ବି ବଞ୍ଚାଇପାରିଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଗେହଲଟ; ଯେଉଁଠି ଦେଇଥିଲେ ଭୋଟ ସେଠାରେ ବି ବାଜି ମାରିଲା ଭାଜପା

ଜୋଧପୁର,୬।୧୨: ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ବିଶେଷକରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଗଡ଼ରେ ଭାଜପାର ବିପୁଳ ବିଜୟ ଚର୍ଚ୍ଚାର...

ସପ୍ତାହକୁ ଅଫିସରେ ୭୦ ଘଣ୍ଟିଆ କାର୍ଯ୍ୟ: ସଂସଦରେ ଚର୍ଚ୍ଚା, ସରକାରଙ୍କୁ ବିରୋଧୀଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୬।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ୭୦ ଘଣ୍ଟିଆ କାର୍ଯ୍ୟ ସପ୍ତାହ ବିଷୟରେ ଆଲୋଚନା ହୋଇଥିଲା । ଇନଫୋସିସ ସହ-ପ୍ରତିଷ୍ଠାତା ନାରାୟଣ ମୁର୍ତ୍ତୀ ଏହି ବିତର୍କକୁ...

ନିର୍ବାଚନରେ ପରାଜୟ: ୩୩ ବର୍ଷ ପରେ ଏମ୍‌ଏନ୍‌ଏଫ୍‌ର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଜୋରାମଥାଙ୍ଗା

ଆଇଜଲ,୬।୧୨: ମିଜୋରାମ ବିଧାନସଭା ନିର୍ବାଚନରେ ମିଜୋ ନ୍ୟାଶନାଲ ଫ୍ରଣ୍ଟ(ଏମ୍‌ଏନ୍‌ଏଫ୍‌)ର ପରାଜୟ ପରେ ଏହାର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ୩୩ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri