ଭିନ୍ନ ଢଙ୍ଗରେ ସ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଓବାମା

ଓ୍ବାଶିଂଟନ,୧୮।୧: ଆମେରିକାର ପୂର୍ବତନ ଫାଷ୍ଟ ଲେଡି ମିଶେଲ ଓବାମା ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଆମେରିକାର ପ୍ରଥମ କୃଷ୍ଣକାୟ ରାଷ୍ଟ୍ରପତି ତଥା ମିଶେଲଙ୍କ ସ୍ବାମୀ ବାରାକ ଓବାମା ତାଙ୍କୁ ଭିନ୍ନ ଢଙ୍ଗରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ଓ ଇନଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରି ସେ ଏହି ବିଶେଷ ଦିନରେ ମିଶେଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଓବାମା ସ୍ତ୍ରୀଙ୍କ ସହ ୪ଟି ଫଟୋର ଏକ କୋଲାଜ ଶେୟାର କରିଛନ୍ତି। ଏହି ଫଟୋରେ ଉଭୟ କ୍ୟାମେରା ସାମ୍ନାରେ ଖୁବ୍‌ ମସ୍ତି କରୁଥିବା ନଜର ଆସିଛି। ଏହି ଫଟୋ ସହ ଓବାମା ଲେଖିଛନ୍ତି, ‘ଇନ୍‌ ଏଭ୍ରି ସିନ୍‌ ୟୁ ଆର୍‌ ମାଇଁ ଷ୍ଟାର’। ଗତବର୍ଷ ଅକ୍ଟୋବରରେ ଏହି ଦମ୍ପତି ସେମାନଙ୍କ ବିବାହ ବାର୍ଷିକୀ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ପାକିସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ସଞ୍ଜୟ: ସାକ୍ଷାତକାରକୁ ନେଇ ଉଠିଲା ପ୍ରଶ୍ନ

ଆବୁ ଧାବି,୧୭।୩: ୨୦୧୬ରେ ହୋଇଥିବା ଉରି ଆକ୍ରମଣ ପରେ ଭାରତ ଓ ପାକିସ୍ଥାନ ମଧ୍ୟରେ ପୂର୍ବ ଭଳି ଆଉ ସମ୍ପର୍କ ନାହିଁ। ୨ଦେଶ ମଧ୍ୟରେ ତିକ୍ତତା...

କରୋନା ଡର: କର୍ମଚାରୀ ଛିଙ୍କିବାରୁ ଅଫିସରୁ ଦୌଡ଼ି ପଳାଇଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୬।୯: କରୋନା ମହାମାରୀ ଆତଙ୍କ ସାରା ପୃଥିବୀରେ ଜାରି ରହିଛି। କେହି ଜଣେ ଛିଙ୍କିଲେ ଏବେ ସଭିଏଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଡ଼କୁ ବୁଲି ଚାହୁଁଛନ୍ତି।...

ଫାଇଜର ଟିକାକୁ ଆମେରିକାରେ ସବୁଜ ସଙ୍କେତ

ୱାଶିଂଟନ,୧୧।୧୨: ଫାଇଜର ପ୍ରସ୍ତୁତ କରିଥିବା ଟିକା ଖୁବ୍‌ଶୀଘ୍ର ଆମେରିକାରେ ଜରୁରୀକାଳୀନ ଅନୁମୋଦନ ପାଇପାରେ। ପ୍ରାଥମିକ ଅବସ୍ଥାରେ ଆମେରିକାର ବିଶେଷଜ୍ଞ ଟିମ ଫାଇଜର ଟିକାର ଜରୁରୀ କାଳୀନ...

ଚାଇନାରେ ଓମିକ୍ରନର ଦୁଇ ସବ୍‌-ଭାରିଆଣ୍ଟ ନେଇ ହାହାକାର…

ବେଜିଂ,୧୧।୧୦ : ଚାଇନାରେ କମ୍ୟୁନିଷ୍ଟ ପାର୍ଟିର ଜାତୀୟ କଂଗ୍ରେସ ବୈଠକ ପୂର୍ବରୁ ପୁଣି ଥରେ କରୋନାଙ୍କର ଏକ ନୂଆ ଭାରିଆଣ୍ଟ ନେଇ ଆତଙ୍କ ସୃଷ୍ଟି ହୋଇଛି।...

ପରମାଣୁ ଶକ୍ତିର ବ୍ୟବହାର ବୃଦ୍ଧି ପାଇଁ ନୂତନ ନୀତି ଗ୍ରହଣ କଲା ଜାପାନ

ଟୋକିଓ,୨୩ ।୧୨: ସାରା ବିଶ୍ୱରେ ଇନ୍ଧନ ଅଭାବ ମଧ୍ୟରେ ସ୍ଥିର ବିଦ୍ୟୁତ ଯୋଗାଣକୁ ସୁନିଶ୍ଚିତ କରିବାକୁ ଏବଂ କାର୍ବନ ନିର୍ଗମନକୁ ହ୍ରାସ କରିବାକୁ ପରମାଣୁ ଶକ୍ତିର...

ଇସଲାମାବାଦ୍‌ରେ ହୋଇପାରେ ଆତ୍ମଘାତୀ ଆକ୍ରମଣ: ସତର୍କ କରାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୧୨: ଇସଲାମାବାଦରେ ଥିବା ଆମେରିକୀୟ ଦୂତାବାସ ନିଜ କର୍ମଚାରୀଙ୍କୁ ସହରର ମ୍ୟାରିଅଟ ହୋଟେଲ ପରିଦର୍ଶନ ଉପରେ ପ୍ରତିବନ୍ଧକ ଲଗାଇଛି। ଦୂତାବାସ ଏକ ସୁରକ୍ଷା ଆଲର୍ଟରେ କହିଛି...

୧୯୭୦ରୁ ୭୦% କମିଲାଣି ବନ୍ୟପ୍ରାଣୀଙ୍କ ସଂଖ୍ୟା

ପ୍ୟାରିସ୍‌, ୧୪ା୧୦: ମନୁଷ୍ୟକୃତ କାରଣ ଯୋଗୁ ପ୍ରକୃତି ନିଜର ପ୍ରାକୃତିକତା ହରାଉଛି। ଜଳବାୟୁ ପରିବର୍ତ୍ତନର ଘାତକ ପ୍ରଭାବ ମଣିଷ ନିଜେ ଭୋଗିବା ସହ ସାରା ଜୀବଜଗତ...

୭୫ ବର୍ଷ ପରେ ଏକାଠି ହେଲେ ଭଉଣୀଭାଇ

ଇସ୍‌ଲାମାବାଦ,୧୧ା୯: ଦେଶ ବିଭାଜନର ୭୫ ବର୍ଷ ପରେ ଜଳନ୍ଧରର ଅମରଜିତ ସିଂ କର୍‌ତାରପୁରର ଗୁରୁଦ୍ୱାରା ଦର୍‌ବାର ସାହିବରେ ତାଙ୍କ ପାକିସ୍ତାନୀ ଭଉଣୀଙ୍କୁ ଭେଟିବା ପରେ ଭାବବିହ୍ବଳ...

Advertisement
Archives

Model This Week