Posted inଖେଳ

ଭିନ୍ନ ରେକର୍ଡର ସମକକ୍ଷ କୋହଲି

ନୂଆଦିଲ୍ଲୀ,୭।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ମ୍ୟାଚ୍‌ରେ ୯୦ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏଥି ପାଇଁ ତାଙ୍କୁ ମିଳିଥିଲା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର। ଏଥିଯୋଗୁ ତାଙ୍କ ଟି୨୦ କ୍ୟାରିୟରରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ସଂଖ୍ୟା ୧୨ରେ ପହଞ୍ଚତ୍ଛି। ଟି୨୦ ଇତିହାସରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇବାରେ କୋହଲି ଯୁଗ୍ମ ପ୍ରଥମ ସ୍ଥାନରେ ରହିଛନ୍ତି। ସମାନ ଥର ଆଫଗାନିସ୍ତାନର ମହମ୍ମଦ ନବି ମ୍ୟାଚ୍‌ରେ ଶ୍ରେଷ୍ଠ ଖେଳାଳି ସାବ୍ୟସ୍ତ ହୋଇ ସାରିଛନ୍ତି। ଏହି ତାଲିକାରେ ୩ୟ ସ୍ଥାନରେ ରହିଛନ୍ତି ପାକିସ୍ତାନ ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦୀ। ସେ ୧୧ ଥର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ସିରିଜ ଜିତିଲା ଭାରତ

ପୁଣେ,୧୦।୧(ପି.ଟି.)- ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରେ ଘରୋଇ ଭାରତ ୨-୦ରେ ବିଜୟୀ ହୋଇଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ତୃତୀୟ ତଥା...

କ୍ରିକେଟରୁ ବିରତି ନେଲେ ଦେଶର ଅନ୍ୟତମ ଧନୀ ଶିଳ୍ପପତି ବିର୍ଲାଙ୍କ ପୁଅ

ନୂଆଦିଲ୍ଲୀ,୨୧।୧୨- ଦେଶର ଅନ୍ୟତମ ଧନୀ ଶିଳ୍ପପତି ମଙ୍ଗଲମ ବିର୍ଲାଙ୍କ ପୁଅ ଆର୍ଯ୍ୟମାନ କ୍ରିକେଟରୁ ବିରତି ନେଇଛନ୍ତି। ମାନସିକ ସମସ୍ୟା ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା...

ଓଭାଲ ରେକର୍ଡକୁ ନେଇ ଚିନ୍ତାରେ ଅଷ୍ଟ୍ରେଲିଆ

ମେଲବୋର୍ନ,୨ା୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍‌ ମ୍ୟାଚ ପୂର୍ବରୁ ଓଭାଲରେ ରେକର୍ଡକୁ ନେଇ ଚିନ୍ତାରେ ପଡିଛି ଅଷ୍ଟ୍ରେଲିଆ। ଆସନ୍ତା ଜୁନ୍‌ ୭ରୁ ୧୧ ମଧ୍ୟରେ ଭାରତ...

୨୪୦ ରନ୍‌ର ଟାର୍ଗେଟ ଛିଡ଼ା କଲା ଭାରତ

ଜୋହାନ୍ସବର୍ଗ,୫।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଭାରତୀୟ ଦଳ।...

ପାଟ୍ରିକ ଦିଲ୍ଲୀ କ୍ୟାପିଟାଲ୍ସ ଫିଜିଓ

ନୂଆଦିଲ୍ଲୀ,୨।୮- ଭାରତୀୟ ଦଳର ପୂର୍ବତନ ଫିଜିଓ ପାଟ୍ରିକ ଫର୍ହାଟ ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ସେ ଆସନ୍ତା ୩ ବର୍ଷ ଲାଗି ଦଳର...

ଟି-୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କଲା ନ୍ୟୁଜିଲ୍ୟାଣ୍ଡ; ରେକର୍ଡ ସପ୍ତମ ଥର ଲାଗି ଖେଳିବେ…

ନୂଆଦିଲ୍ଲୀ,୨୦।୯: ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ୧୫ ଜଣିଆ ଦଳ ଘୋଷଣା କରିଛି ନ୍ୟୁଜିଲ୍ୟାଣ୍ଡ। କେନ ୱିଲିୟମସନଙ୍କ ନେତୃତ୍ୱାଧିନ ଏହି ଟିମ୍‌ରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ମାର୍ଟିନ...

ରୋହିତ ଶର୍ମା ଆଉଟ୍‌ ହେବା ପରେ ସେଲିବ୍ରେଶନ କଲେ ପନ୍ତ, ବୁମ୍‌ରା

ଲିସେଷ୍ଟର,୨୪।୬: ଭାରତ ଏବଂ ଲିସେଷ୍ଟରଶାୟାର୍‌ ମଧ୍ୟରେ ଖେଳାଯାଉଥିବା ଅଭ୍ୟାସ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ଭାରତର ଖେଳାଳିମାନେ ରୋହିତ...

କମେଣ୍ଟ୍ରି ପ୍ୟାନେଲରେ ସାମିଲ ହେବାକୁ ବିସିସିଆଇକୁ ମଞ୍ଜରେକରଙ୍କ ଅନୁରୋଧ

ମୁମ୍ବାଇ,୩୧।୭(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ମଞ୍ଜରେକର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କମେଣ୍ଟ୍ରି ପ୍ୟାନେଲରେ ପୁଣି ଥରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି।...

Advertisement
Archives

Model This Week