ଭିମ୍‌ସାର, ଏସ୍‌ସିବି ନର୍ସିଂ କଲେଜ୭୦ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର ନର୍ସିଂ କଲେଜ ଓ କଟକ ଏସ୍‌ସିବି ନର୍ସିଂ କଲେଜ ପାଇଁ ୭୦ ନୂତନ ପଦବୀ ସୃଷ୍ଟି କରିବା ନିମନ୍ତେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭିମ୍‌ସାର ସରକାରୀ ନର୍ସିଂ କଲେଜରେ ୨୪ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିବା ବେଳେ ୭ ସହାୟକ କର୍ମଚାରୀ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ୧ ପ୍ରିନ୍ସିପାଲ ପଦବୀ, ୧ ଭାଇସ୍‌ ପ୍ରିନ୍ସିପାଲ, ୧ ପ୍ରଫେସର, ୩ ଆସୋସିଏଟ ପ୍ରଫେସର, ୮ ଅଧ୍ୟାପକ ଓ ୧୦ ଟିଉଟର ପଦବୀ ରହିଛି। ସେହିପରି ଏସ୍‌ସିବି ନର୍ସିଂ କଲେଜରେ ୩୨ ଶିକ୍ଷକ ପଦବୀ ଓ ୭ ସହାୟକ କର୍ମଚାରୀ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ୧ ପ୍ରିନ୍ସିପାଲ ପଦବୀ, ୧ ଭାଇସ୍‌ ପ୍ରିନ୍ସିପାଲ, ୧ ପ୍ରଫେସର, ୪ ଆସୋସିଏଟ ପ୍ରଫେସର, ୬ ଅଧ୍ୟାପକ ଓ ୧୯ ଟିଉଟର ପଦବୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri