କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ ହେବ କାରଖାନାର ରୋଲିଂ ମିଲ୍, ବ୍ଲାଷ୍ଟ ଫର୍ନେସ୍, ଏସ୍ଏମ୍ଏସ୍ ସାଇଡ୍ ବନ୍ଦ ଥିବାବେଳେ ଶୁକ୍ରବାର ଫେରୋକ୍ରମ ସାଇଟ୍ ବନ୍ଦ ରହିଛି। ଏଥିପାଇଁ କାରଖାନାର ୩୫୦ରୁର୍ଦ୍ଧ୍ୱ ଠିକା ଶ୍ରମିକଙ୍କୁ କାର୍ଯ୍ୟରୁ ଛଟେଇ କରାଯିବ ବୋଲି ନୋଟିସରେ ଉଲ୍ଲେଖ ରହିଛି। ଏ ନେଇ କାର୍ଯ୍ୟାରତ ଶ୍ରମିକଙ୍କ ମଧ୍ୟରେ ଅସାନ୍ତି ଦେଖାଦେଇଛି। ଏହାକୁ ନେଇ ଆଗାମୀ ଦିନରେ ଶ୍ରମିକମାନେ ଆନ୍ଦୋଳନ କରିବା ପାଇଁ ଯୋଜନା କରୁଥିବା କୁହାଯାଉଛି। ଗତ କିଛିଦିନ କ୍ରୋମାଇଟ ଖଣିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ପରିବହନ ନିମନ୍ତେ କଡ଼ାକଡ଼ାଭାବେ ପାଳନ କାରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଖଣିରେ ଶ୍ରମିକମାନେ ସହଯୋଗ କରିୁ ନ ଥିବାରୁ କାରଖାନାକୁ କଞ୍ଚାମାଲ ଆସିପାରୁ ନ ଥିବା ଜଣାପଡିଛି।
ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !
ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍…
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…
ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…
ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…
ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…
ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…
ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ
କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…
ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…
ଜାତୀୟ ରାଜପଥର ଫୁଟ୍ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…
ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…
ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…
ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…
Archives

