ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର

ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ  ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ ପ୍ରାୟ ୨ଟାରେ ତାଙ୍କୁ ସିନିୟର ଛାତ୍ରମାନେ ଅଟକାଇଥିଲେ । ଡ୍ରେସକୋର୍ଡରେ ଆସି ନ ଥିବା କହି ଗାଳିଗୁଲଜ କରିଥିଲେ। ପରେ ଏକ କୋଠରିକୁ ନେଇ ପ୍ରାୟ ୨୦ ରୁ ୨୫ ଜଣ ଛାତ୍ର ମାରପିଟ୍‌ କରିଥିଲେଦ୍‌। ଘଟଣାସ୍ଥଳରେ ହଷ୍ଟେଲ ୱାଡେନ୍‌ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ । ହଷ୍ଟେଲ କୋଠାରୁ ଚାଲିଆସିବା ପରେ ପୁଣି ସେମାନେ ଗେଟ ସମ୍ମୁଖରେ ରହି ଅସଭ୍ୟ ଭାଷାରେ ଗାଳିଗୁଳଜ କରିଥିବା ଛାତ୍ରଜଣଙ୍କ ଭିଡିଓରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri