ଭୀମକୁଣ୍ଡରେ ଗାଧୋଉଥିବା ବେଳେ ଭାସିଗଲେ ପର୍ଯ୍ୟଟକ

ପାଟଣା,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡରେ ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଦୀଘା ମୈତ୍ରୀପୁର ଅଞ୍ଚଳର ଯୁବକ ରାଜେନ୍ଦ୍ର ପ୍ରସାଦ ସିଂ(୩୫)।
ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳର ସ୍ଥାନୀୟ ଅଳଙ୍କାରପୁର ସମବାୟ ସମିତିର ୬ଜଣ ଲୋକ ଭୀମକୁଣ୍ଡ ବୁଲିବା ପାଇଁ ଆସିଥିଲେ। ରାଜେନ୍ଦ୍ର ଗାଧୋଉ ଥିବା ବେଳେ ଭୀମକୁଣ୍ଡ ସ୍ରୋତରେ ଭାସି ଯାଇଥିବା ଠାକୁରମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ଏନେଇ ଠାକୁରମୁଣ୍ଡା ଥାନାରେ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଏଏସ୍‌ଆଇ ଅକ୍ଷୟ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଶିକାରୀ ଗିରଫ, ୨ ବନ୍ଧୁକ ଜବତ

ଔପଦା,୧୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବନବିଭାଗ ତରଫରୁ ଶୁକ୍ରବାର ବିଳମ୍ବିତ ରାତିରେ ୩ଜଣ ଶିକାରୀଙ୍କୁ ଗିରଫ କରାଯିବା ସହିତ ୨ଟି ଗୁଳି ଭର୍ତ୍ତି ବନ୍ଧୁକ ଜବତ କରାଯାଇଛି।...

ଧନେଇ ଡ୍ୟାମ୍‌ରେ ବୁଡ଼ି ନାବାଳକ ମୃତ

ପୋଲସରା/ହାତୀଓଟ,୩୦ା୯-ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପିହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ ଆଡୁାଆସାହିର...

ମନ୍ଦିରରେ କଳାକନା ବୁଲାଇଲେ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍‌ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର...

୨୧ରେ ଲୁହାପଥର ପରିବହନ ବନ୍ଦ କରିବେ କ୍ଷତିଗ୍ରସ୍ତ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ ଆସନ୍ତାକାଲି ସାଇଡିଂକୁ ଲୁହାପଥର ପରିବହନ କାର୍ଯ୍ୟ ବନ୍ଦ କରି ଅନିର୍ଦ୍ଦିଷ୍ଟ...

୪ଲକ୍ଷରେ କୃଷି ଡ୍ରୋନ୍‌ ତିଆରି କରି ଚର୍ଚ୍ଚାରେ ଶୁଭାଶିଷ

ଉମରକୋଟ, ୫।୧୨(ସ୍ବ.ପ୍ର.):ରାଜ୍ୟ ସରକାରଙ୍କ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ଉମରକୋଟର ଜଣେ ଛାତ୍ର କମ ଖର୍ଚ୍ଚରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି କୃଷି ଉପଯୋଗୀ ଡ୍ରୋନ...

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା...

ଡାକ୍ତରଖାନା ପରିସରରେ ମୃତ ଶିଶୁ

ଅନୁଗୋଳ ଅଫିସ, ୧୯ା୧୦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ...

ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ଭିତରେ ପଶିଲା ବର୍ଷାପାଣି

ଭଦ୍ରକ ଅଫିସ,୪।୧୦: ଲଘୁଚାପ ଯୋଗୁ ମଙ୍ଗଳବାର ସକାଳଠାରୁ ବର୍ଷା ଲାଗି ରହିଛି । ଲଘୁଚାପ ବର୍ଷାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପାଣି ପଶିଯାଇଛି...

Advertisement
Archives

Model This Week