ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ତେବେ ନିଖୋଜ ବ୍ୟକ୍ତି ଜଣଙ୍କ ସମ୍ପର୍କରେ କୌଣସି ନିର୍ଦ୍ଦିଷ୍ଟ ସୂଚନା ମିଳି ପାରି ନାହିଁ। ସୂଚନା ଅନୁଯାୟୀ ବୁଧବାର ବଡ଼ଦିନ ଥିବାରୁ ଭୀମକୁ ବଣଭୋଜି କରିବା ପାଇଁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ପ୍ରତ୍ୟେକ ବର୍ଷ ଭୀମକୁଣ୍ଡରେ ଭାସି ପର୍ଯ୍ୟଟକଙ୍କ ଜୀବନ ହାନି ଘଟୁଥିଲେ ମଧ୍ୟ ଏଥିପ୍ରତି ପ୍ରାଶାସନ ଦୃଷ୍ଟି ଦେଉନଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଅଟକାଇ ବସ୍ତା ଷ୍ଟେଶନରେ ଓହ୍ଲାଇଲେ ପ୍ରବାସୀ ଓଡ଼ିଆ

ବସ୍ତା, ୨୭ା୬(ଡି.ଏନ.ଏ.)-ବସ୍ତା ରେଳଷ୍ଟେଶନରେ ଶୁକ୍ରବାର ଏକ ସ୍ପେଶାଲ ଟ୍ରେନକୁ ଅଟକାଇ ପ୍ରବାସୀ ଓଡ଼ିଆମାନେ ଓହ୍ଲାଇଛନ୍ତି। ବାଙ୍ଗାଲୋରରୁ ହାଓ୍ବଡ଼ା ଯାଉଥିବା ଏକ ସ୍ପେଶାଲ ଟ୍ରେନ ବସ୍ତାରେ ଅଟକିଥିଲା।...

ଅଂଶୁଘାତରେ ଜଣଙ୍କ ମୃତ୍ୟୁ ସନ୍ଦେହ

ଗଞ୍ଜାମ,୨୦।୫(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ଗ୍ରାମପଞ୍ଚାୟତର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସୋମବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖଣ୍ଡଦେଉଳୀ ଗ୍ରାମର ଖଲି ସାହୁ(୬୨)।...

ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି...

ଜିଲାପାଳକଁର ନିରଦେଶକେ ବେଖାତିର: ଘରଭଂଗା ସାହାଯ୍‌ରୁ ବଁଚିତ ଅସାହା ପରିବାର

ବିନିକା,୨୯ା୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କୁହିବାହାଲ ଗଁାର ହିରଣ୍ୟ ନାୟକକଁର ଗଲା ବରଷା ଦିନେ ଭାଂଗି ଯାଇଥିଲା। ସେ ଘରଭଂଗା ସାହାଯ୍‌ ପାଏବାର...

ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌, ଯୁବକ ଗିରଫ

ବାଲିକୁଦା,୧୬ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ତିତିରା ପଞ୍ଚାୟତର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି କି...

ବସ୍‌ ଓଲଟି ୩ ମୃତ ଘଟଣା: କ୍ଷତିପୂରଣ ଲାଗି ମୃତକଙ୍କ ପରିବାର ପକ୍ଷରୁ ରାସ୍ତାରୋକୋ

ନବରଙ୍ଗପୁର,୧୬ା୨(ବି.ପ୍ର.): ନବରଙ୍ଗପୁର-ପାପଡ଼ାହାଣ୍ଡି ୨୬ ନମ୍ବର ଜାତୀୟ ରାଜପଥ ତଥା ଡିୟରପାର୍କଠାରୁ କିଛି ଦୂରରେ ଏକ ଘରୋଇ ବସ୍‌ ଶନିବାର ଓଲଟି ପଡିବାରୁ ୩ ଜଣଙ୍କ ମୃତ୍ୟୁ...

ପୋଲିସ ଏନ୍‌କାଉଣ୍ଟର ପ୍ରସଙ୍ଗ: ଟିକି, ବିଶ୍ୱରଞ୍ଜନଙ୍କ ପରେ କାହା ପାଳି

ପୁରୀ ଅଫିସ, ୨୯।୯: ଗତ ୯ତାରିଖରେ ପୋଲିସର ପୃଥକ ଏନ୍‌କାଉଣ୍ଟରରେ ଆହତ ହୋଇ ଦୁଇ ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଟିକି ଓରଫ ସୟାମତ ଖାଁ ଓ ବିଶ୍ୱରଞ୍ଜନ...

ଚୌଦ୍ୱାରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ବିଜୁ ବାବୁଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ନିରାଡମ୍ବର ଭାବେ ଚୌଦ୍ୱାର ବିରୁପା ବ୍ୟାରେଜ ନିକଟରେ ପାଳିତ ହୋଇଯାଇଛି।...

Coronavirus Update


Archives

Model This Week

Why Dharitri