ଭୁଜାଲି ଦେଖାଇ ଏସ୍‌ବିଆଇ ଗ୍ରାହକ ସେବା ମାଲିକଙ୍କଠାରୁ ୩ ଲକ୍ଷ ଲୁଟ୍‌

କାମାକ୍ଷାନଗର,୨୫।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଟାଙ୍ଗରପଡା ନିକଟରୁ ସୋମବାର ବାଲିଗୋରଡ ଗ୍ରାମର ଏସ୍‌ବିଆଇ ଗ୍ରାହକ ସେବା ମାଲିକ ମନୋଜ କୁମାର ମହାନ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ୨ ଦୁର୍ବୃତ୍ତ ପ୍ରାୟ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ମନୋଜ କାମାକ୍ଷାନଗର ଥାନାରେ ଅଭିଯୋଗ କରିଛନ୍ତି।
ପୋଲିସ କହିଛି, ମନୋଜ ନିଜ ଗ୍ରାମରୁ ଏକ ବାଇକ ଯୋଗେ ମଠକରଗୋଳା ସ୍ଥିତ ଗ୍ରାହକସେବା କେନ୍ଦ୍ରକୁ ଯାଉଥିଲେ। ଟାଙ୍ଗରପଡା ନିକଟରେ ୨ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ତାଙ୍କୁ ଭୁଜାଲି ଦେଖାଇ ୩ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ...

ଦୀପମୟ କପିଳାସ

ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ...

ସାଙ୍ଗକୁ ରଙ୍ଗ ମାରିବାକୁ ଯାଇଥିବାବେଳେ ଦୁର୍ଘଟଣା: ୩ ମୃତ

ଢେଙ୍କାନାଳ ଅଫିସ୍, ୧୦ା୩- ହୋଲିରେ ସାଙ୍ଗକୁ ରଙ୍ଗ ମାରିବାକୁ ଯାଉଥିବାବେଳେ ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି ।ଢେଙ୍କାନାଳ ଜିଲା କପିଳାସ ରାସ୍ତାର ଛଣବୋଲୁଅ ନିକଟରେ...

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର...

କବିତାରେ କରୋନା

ଢେଙ୍କାନାଳ ଅଫିସ, ୧୫।୪ – ବିଶ୍ୱକୁ ଘରେ ଭିତରେ ବନ୍ଦୀ କରି ରଖିଛି କରୋନା। ଘରୁ ବାହାରିଲେ ଘାରୁଛି ସଂକ୍ରମଣ ଭୟ। ସଂକ୍ରମଣ କମାଇବାକୁ ଜାରି...

ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ...

ହାତୀ ଆକ୍ରମଣରେ ଗୁରୁତର ସ୍କ୍ବାଡ୍‌ କର୍ମଚାରୀଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲା ସଦର ରେଞ୍ଜ୍‌ ଗହମଖୁଣ୍ଟି ଅଞ୍ଚଳରେ ୩ଦିନ ହେଲା ଆତଙ୍କ ସୃଷ୍ଟି କରିଥିବା କ୍ଷତାକ୍ତ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇ...

ଜିଲା ସଡ଼କ ସୁରକ୍ଷା କମିଟି ବୈଠକ: ଦୁର୍ଘଟଣା ହ୍ରାସ ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୨୬ା।୯ – ଢେଙ୍କାନାଳ ଜିଲା ସଦ୍‌ଭାବନା ଗୃହରେ ବୁଧବାର ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର...

Advertisement
Archives

Model This Week