ଭୁଟାନରେ ଯେତେବେଳେ ମୋଦିଙ୍କ ସାମ୍ନାରେ ଆସିଲେ ଆଉ ଜଣେ ମୋଦି

ଥିମ୍ପୁ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭାରତ ଗସ୍ତରେ ଗତ ୧୭ ତାରିଖରେ ଭୁଟାନ ଗସ୍ତ କରିଥିଲେ। ସେତେବେଳେ ବିମାନ ବନ୍ଦରରୁ ହିଁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ହେଲେ ମୋଦିଙ୍କ ଉଦ୍ଦେଶ୍ୟରେ ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମୟରେ ମୋଦିଙ୍କ ସାମ୍ନାରେ ଆଉ ଜଣେ ମୋଦି ଆସି ଯାଇଥିଲେ। ଯାହାର ଏକ ଭିଡିଓ ଏବେ ପିଏମ୍‌ଓ ପକ୍ଷରୁ ଶେୟାର କରାଯାଇଛି। ଅର୍ଥାତ୍‌ ମୋଦିଙ୍କୁ ସ୍ବାଗତ କରିବା ପରେ ଭୁଟାନବାସୀ ଏକ ନାଟକ ମଞ୍ଚସ୍ଥ କରିଥିଲେ। ଯେଉଁଥିରେ ମୋଦିଙ୍କ ପିଲାଦିନଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ସମସ୍ତ ଘଟଣାକୁ ସ୍ଥାନ ଦିଆଯାଇଥିଲା। ଆଉ ଯେତେବେଳେ ଶେଷ ପର୍ଯ୍ୟାୟରେ ମୋଦିଙ୍କ ସାମ୍ନାରେ ଆଉ ଜଣେ ମୋଦି ଠିଆ ହୋଇଥିଲେ ସେତେବେଳେ ପ୍ରଧାନମନ୍ତ୍ରୀ ମୋଦି ସ୍ମିତ ହାସ୍ୟ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri