Advertisement

ଭୁବନରେ ଦେବସ୍ନାନ ପୂର୍ଣ୍ଣିମା

ଭୁବନ,୧୭ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି । ସକାଳେ ସମସ୍ତ ନୀତିକାନ୍ତି ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଯାଇଥିଲା। ଘଣ୍ଟ ଘଣ୍ଟା ମାର୍ଦ୍ଦଳ ଶବ୍ଦରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସ୍ନାନମଣ୍ଡପରେ ଦିନ ତମାମ ଶ୍ରଦ୍ଧାଳୁମାନଙ୍କ ଦର୍ଶନାର୍ଥେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପୁଳ ପରିମାଣର ଚୋରା ବନ୍ଧୁକ, ଗୁଳି ଜବତ

ଛେଣ୍ଡିପଦା,୧୯।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ ହୋଇଛି। ଏ ନେଇ...

ଅଲେଖ ମହିମା ଧ୍ୱନିରେ ପ୍ରକମ୍ପିତ ଯୋରନ୍ଦା

ଢେଙ୍କାନାଳ ଅଫିସ, ୮।୨ – ମନରେ ନ ଥିଲା ବର୍ଷା ଭୟ। ଖାତିର ନ ଥିଲା କୋହଲା ପାଗକୁ। ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣର ଭାବ ନେଇ...

ପୋଖରୀ ଖୋଳାକୁ ନେଇ ଗୁଳିମାଡ଼: ଅଭିଯୁକ୍ତଙ୍କ ସ୍ତ୍ରୀ, ପୁଅକୁ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଅଫିସ, ୧୭।୪: ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ପଞ୍ଚାୟତ କନ୍ଦପାଳ ଗାଁରେ ରବିବାର ସକାଳେ ଗୁଳିମାଡ଼ ହୋଇଥିଲା ବେଳେ ଏଥିରେ ଜଣେ ବ୍ୟକ୍ତିଙ୍କର...

ଅପରାଧ ରୋକିବାକୁ ଦିବ୍ୟଜ୍ୟୋତି କ୍ଲବର ପ୍ରୟାସ: ଲଗାଗଲା ୫ ସିସିଟିଭି କ୍ୟାମେରା

ଢେଙ୍କାନାଳ ଅଫିସ, ୧୮।୯-ଗଣପର୍ବ ଲକ୍ଷ୍ମୀପୂଜା ପାଇଁ ପ୍ରସ୍ତୁତ ହେଉଛି ଢେଙ୍କାନାଳ। ହେଲେ ସହରରେ ଆପରାଧିକ କାର୍ଯ୍ୟକଳାପ ରୋକିବା ଦିଗରେ ପୋଲିସକୁ ଆଖିଦୃଶିଆ ସଫଳତା ମିଳିନାହିଁ। ପାର୍ବଣ...

ଭକ୍ତି ଆଣିଛି ସଂହତି

ଓଡାପଡା,୨୯ା୧୦ (ଦିନେଶ ଦାସ) ସମଗ୍ର ଗାଁ ଏବେ ପାଲଟିଛି ଗୋଟିଏ ଗୋଷ୍ଠୀ। ସାହି ସାହି ଭିତରେ ଏବେ ନା ଅଛି ମତାନ୍ତର ନା ମନାନ୍ତର। ପୁରୁଣା...

କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଏମ୍‌ପି: ଆଇଆଇଏମ୍‌ସିର ଉନ୍ନତୀକରଣ କରାଯାଉ

ଢେଙ୍କାନାଳ ଅଫିସ,୧ା୮ – ଢେଙ୍କାନାଳଠାରେ ଥିବା ଭାରତୀୟ ଜନସଞ୍ଚାର ସଂସ୍ଥାନର ଉନ୍ନତୀକରଣ କରାଯିବା ପାଇଁ ଏମ୍‌ପି ମହେଶ ସାହୁ ୨୭ ତାରିଖରେ କେନ୍ଦ୍ର ସୂଚନା ଓ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର

ଢେଙ୍କାନାଳ ଅଫିସ,୧୯।୭: ଭିଜିଲାନ୍ସ ହାତରେ ଧରାପଡିଲେ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ। ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ ପାଇଁ...

୨୨ରେ ନିଯୁକ୍ତି ମେଳା: ବ୍ୟାପକ ପ୍ରଚାର ଉପରେ ଫୋକସ୍‌

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ମିନି ଷ୍ଟାଡିୟମଠାରେ ଆସନ୍ତା ୨୨ ତାରିଖରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହେବ। ଏହି ଉପଲକ୍ଷେ ଶନିବାର ପୂର୍ବାହ୍ନ...

Advertisement
Archives

Model This Week