ଭୁବନେଶ୍ବରରେ ହେବ ମା’ ସମଲେଶ୍ବରୀଙ୍କ ମନ୍ଦିର

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ମା’ ସମଲେଶ୍ବରୀଙ୍କ ମନ୍ଦିର ନିର୍ମିତ ହେବ। ସମ୍ବଲପୁର ସମେତ ସମଗ୍ର ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ବିଶାଳ ଭବ୍ୟ ମନ୍ଦିର ରାଜଧାନୀ ଉପକଣ୍ଠସ୍ଥ ହୀରାପୁର ଗ୍ରାମ ନିକଟରେ ଖୁବ୍‌ଶୀଘ୍ର ନିର୍ମାଣ କରାଯିବ ବୋଲି ଗୁରୁବାର ପ୍ରକାଶ ପାଇଛି। ମା’ ସମଲେଶ୍ବରୀ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଟ୍ରଷ୍ଟର ଚେୟାରମ୍ୟାନ ତଥା ବିଧାୟକ କିଶୋର କୁମାର ମହାନ୍ତି, ପଶ୍ଚିମ ଓଡ଼ିଶା ଅଗ୍ରଣୀ ସଙ୍ଗଠନର ସଭାପତି ଡ. ପ୍ରଭାସ କୁମାର ସିଂଙ୍କ ସମେତ ସମ୍ପାଦକ ସଞ୍ଜୀବ ମିଶ୍ର, କୋଷାଧ୍ୟକ୍ଷ ସ୍ବାତୀ କେଜରିୱାଲ ଉପସ୍ଥିତ ରହି ଏହି ସୂଚନା ଦେଇଛନ୍ତି। ଏହାସହ ମନ୍ଦିର ପରିସରରେ ଅତିଥିମାନଙ୍କ ସୁବିଧା ପାଇଁ ଏକ ଗେଷ୍ଟ ହାଉସ ଏବଂ ସାଂସ୍କୃତିକ କେନ୍ଦ୍ର ନିର୍ମାଣ କରାଯିବ ବୋଲି ସେମାନେ କହିଛନ୍ତି। ଏହି ଅବସରରେ ମା’ ସମଲେଶ୍ବରୀ ଚାରି ଟେବଲ ଟ୍ରଷ୍ଟର ୱେବସାଇଟ ଓ ଲୋଗୋ ଉନ୍ମୋଚନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri