ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍‌ ନେଇ ପୋଲିସ ସେମାନଙ୍କୁ ଅଟକ ରଖିଛି। ତାଙ୍କ ପାଖରୁ ପ୍ରାୟ ୪୦୦ଟି ପ୍ୟାକେଟ ବିଦେଶୀ ବ୍ରାଣ୍ଡର ସିଗାରେଟ ଜବତ ହୋଇଥିବା ସୂଚନା ମିଳିଛି। ଯାହାର ବଜାର ମୂଲ୍ୟ ୧୨ଲକ୍ଷ ଟଙ୍କା ବୋଲି ଜଣାପଡିଛି। ଏସବୁକୁ କୋଲକାତା ଚାଲାଣ କରାଯାଉଥିଲା। ତେବେ ଏସବୁ କେଉଁ ଉଦ୍ଦେଶ୍ୟରେ ଅଣାଯାଉଥିଲା ଏବଂ ଭୁବନେଶ୍ୱରର କେହି ଏଥିରେ ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ଡ଼ିଆରଆଇ ଅଧିକ ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ

ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫...

ବାଲୁକାକଳାରେ ଲତାଙ୍କ ଆରୋଗ୍ୟ କାମନା କଲେ ସୁଦର୍ଶନ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଖ୍ୟାତନାମା ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଆରୋଗ୍ୟ କାମନା କରିିଛନ୍ତି। ସୁଦର୍ଶନ ନିଜ ବାଲୁକାକଳାରେ ଏନେଇ ବାର୍ତ୍ତା...

ଲକ୍‌ଡାଉନ୍‌: ପୂର୍ବାହ୍ନ ୧୧ଟା ପରେ କେବଳ ଔଷଧ ଦୋକାନ ଖୋଲିବ

ଏରସମା, ୫ ।୪ (ସ୍ୱ.ପ୍ର.)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ଘର ଆଖପାଖ ଅଞ୍ଚଳକୁ ସଟ୍‌ଡାଉନ୍ କରି...

ବିବାଦରୁ ଦୂରେଇ ରହି ସଙ୍ଗଠନ କଥା ବୁଝ

ଭୁବନେଶ୍ୱର,୭ା୬(ବ୍ୟୁରୋ):ରାଜ୍ୟ ମନ୍ତ୍ରିମଣ୍ଡଳର ବିଦା ହୋଇଥିବା ମନ୍ତ୍ରୀମାନେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମନ୍ତ୍ରୀ ପଦ ଯିବା ପରେ ପ୍ରତାପ ଜେନା, ଦିବ୍ୟଶଙ୍କର...

ପ୍ରଥମ ଦିନରେ ୭୯ ପ୍ରତିଶତ ନେଲେ ଟିକା

ଭୁବନେଶ୍ୱର,୧୬।୧: ରାଜ୍ୟରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଯାଇଛି। ୧୬୧ଟି ଟିକାଦାନ କେନ୍ଦ୍ରରେ ପ୍ରଥମ ପର୍ଯ୍ୟାୟରେ ୧୬୩୩୦ ଜଣ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ଟିକା...

ଖଣ୍ଡୋଲାଇଟ୍‌ ପଥର ଖଣି ଖନନକୁ ବିରୋଧ

ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ...

ଟିକା ପାଇଁ ଓଡ଼ିଶାର ପ୍ରସ୍ତୁତି ଜାରି ରହିଛି : ମନ୍ତ୍ରୀ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ) – କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବରରେ ଆସିବ ବୋଲି ଆଶଙ୍କା କରାଯାଉଛି। ଏପରିସ୍ଥଳେ ଟିକା କେବେ ଆସିବ ତାହାକୁ ନେଇ ସମସ୍ତଙ୍କ...

ଅସମାହିତ ପ୍ରଶ୍ନ

ଖୋର୍ଦ୍ଧାରେ ବିସ୍ତାର ଲାଭ କରିଆସିଛି ଖଣି ଓ ଡ୍ରଗ୍ସ ମାଫିଆଙ୍କ ବ୍ୟବସାୟ। କେଇଟା ମାସ, ବର୍ଷ ଭିତରେ ସେମାନଙ୍କୁ କୋଟିପତି ଓ ଲକ୍ଷପତି କରି ପକାଇଛି।...

Advertisement
Archives

Model This Week