ଭୁବନେଶ୍ୱରରୁ ଆଉ ୨ କରୋନା ପଜିଟିଭ ଚିହ୍ନଟ: ୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର। କ୍ୱାରାଣ୍ଟାଇନରୁ ଚିହ୍ନଟ ବ୍ୟକ୍ତି ୩୯ ବର୍ଷୀୟ। ତାଙ୍କ ଘର ଜୟଦେବ ବିହାରରେ। ସେହିପରି ସ୍ଥାନୀୟ ଅଞ୍ଚଳର ବ୍ୟକ୍ତି ୩୦ ବର୍ଷୀୟ ହୋଇଥିବା ବେଳେ ତାଙ୍କ ଘର ଶରନପାଲିର ଓ୍ବାର୍ଡ ନଂ. ୨୬ରେ ବୋଲି ଜଣାପଡ଼ିଛି।
ସେହିପରି ମଙ୍ଗଳବାର ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୩୬, ୩୭, ୨୨, ୩୦ ଓ ୨୭। ସମସ୍ତ ଆକ୍ରାନ୍ତ ପୁରୁଷ। ଏମାନଙ୍କ ମଧ୍ୟରେ ଜଣେ ରେଳ କର୍ମଚାଚରୀ ରହିଛନ୍ତି। ଅନ୍ୟ ଆକ୍ରାନ୍ତମାନେ ଡୁମ୍‌ଡୁମା, ସାଲିଆ ସାହି, ନୟାପଲି ଓ ଭିମପୁର ଅଞ୍ଚଳର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍ଡର ପରୀକ୍ଷାରେ ପ୍ରବଳ ବିଶୃଙ୍ଖଳା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):ରାଜ୍ୟର ୪୦୩ ଜେଲ ଓ୍ବାର୍ଡର ପଦବୀ ଲାଗି ଗୁରୁବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ଏହି ପରୀକ୍ଷା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ହେଲେ...

ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ

ଜଗତ୍‌ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ...

ନୂଆପଡ଼ା ଜିଲା ଛୁଇଁଲା କରୋନା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆପଡ଼ାକୁ କରୋନା ଛୁଇଁଛି। ରବିବାର ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂଆ ୬୭ଜଣ...

ଡେଙ୍ଗୁ ଭଳି କମୁଛି କରୋନା ରୋଗୀଙ୍କ ପ୍ଲେଟଲେଟ!

ନୂଆଦିଲ୍ଲୀ,୧୪ ।୯: କରୋନା ଭାଇରସ ସଂକ୍ରମଣକୁ ନେଇ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଏବେ ଆଉ ଏକ ନୂଆ ତଥ୍ୟ ସାମ୍ନାକୁ...

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି...

ହାଇକୋର୍ଟ ଗଲେ ପ୍ରଦୀପ, ଆକାଶ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଆଇଏଫସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ...

କରୋନା ସଂକ୍ରମଣ ବେଲଗାମ, ଦୈନିକ ସଂକ୍ରମଣ ୨ ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୧୨।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪,...

Advertisement
Archives

Model This Week