ଭୁବନେଶ୍ୱରରୁ ବାଙ୍ଗାଲୋରକୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୨୮-୫: ବାତ୍ୟା ଫନୀ ଯୋଗୁ ଟ୍ରେନ ଯାତ୍ରାରେ ଅସୁବିଧା ସାମ୍ନା କରିଥିବା ଯାତ୍ରୀଙ୍କ ଲାଗି କ୍ରୀଷ୍ଣାରାଜପୁରମ (ବାଙ୍ଗାଲୋର)କୁ ଏକ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହା ଚଳିତ ମାସ ୨୯ରେ ସକାଳ ୭.୩୦ଟା ସମୟରେ ଭୁବନେଶ୍ୱରରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରିବ। ଟ୍ରେନଟିରେ ୧୪ ସ୍ଲିପର କ୍ଲାସ, ଦୁଇ ଦ୍ୱିତୀୟ ଶ୍ରେଣୀ, ୨ ଗାର୍ଡ କମ୍‌ ଲଗେଜ ଭ୍ୟାନ ରହିବ। ଟ୍ରେନଟି ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ, ବିଜୟ ନଗରମ, ବିଶାଖାପାଟଣା, ଦୁଭୁଡା ସମେତ ରାଜମହେନ୍ଦ୍ରୀ, ଏଲୁରୁ, ଅଙ୍ଗୋଲ, ନେଲୋର, ଗୁଡୁର, ରେଣିଗୁଣ୍ଟା, କଟପଡି, ଜୋଲାରପେଟାଇ ଏବଂ ବାଙ୍ଗରାପେଟ ଭଳି ଷ୍ଟେଶନରେ ରହଣି କରିବ। ଏହାର ପେୟାରିଂ ଟ୍ରେନ ବାଙ୍ଗାଲୋରଠାରୁ ସୋମବାର ଭୁବନେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରେ ବଢିଲା ହୋଲସେଲ ଦରଦାମ୍

ନୂଆଦିଲ୍ଲୀ,୧୩।୧୦: ଭାରତର ହୋଲସେଲ ମୂଲ୍ୟ ସୂଚକାଙ୍କ ସେପ୍ଟେମ୍ବର ମାସରେ ବୃଦ୍ଧି ପାଇଛି। ଖାଦ୍ୟ ମୂଲ୍ୟ ବୃଦ୍ଧି କାରଣରୁ ସେପ୍ଟେମ୍ବରରେ ମୁଦ୍ରାସ୍ଫୀତି ୧.୮୪% ବୃଦ୍ଧି ପାଇଛି। ଅଗଷ୍ଟରେ...

ଅଗଷ୍ଟରେ କମିଲା ଶିଳ୍ପ ଉତ୍ପାଦନ

ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ପ୍ରାୟ ୨ ବର୍ଷର ବ୍ୟବଧାନ ପରେ ଚଳିବର୍ଷ ଅଗଷ୍ଟ ମାସରେ ଦେଶର ଶିଳ୍ପ ଉତ୍ପାଦନ ହ୍ରାସ ପାଇଛି। ଖଣି ଏବଂ ବିଦ୍ୟୁତ୍‌ କ୍ଷେତ୍ରଗୁଡିକ...

ଜେଏସ୍‌ଏଲ୍‌ର ଏମ୍ପ୍ଲଇ ଆସିଷ୍ଟାନ୍ସ ପ୍ରୋଗ୍ରାମ

ନୂଆଦିଲ୍ଲୀ,୧୨।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପରିସରରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ...

ଏସ୍‌ଏମ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର, ୧୨।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସତ୍ୟା ମାଇକ୍ରୋକ୍ୟାପିଟାଲ ଲିମିଟେଡ୍‌ (ଏସ୍‌ଏସ୍‌ଏଲ୍‌)ର ନୂତନ ଅଭିଯାନ ‘ମାଗଣା ସ୍ବାସ୍ଥ୍ୟସେବା ଶିବିର’ ନିକଟରେ ଆରମ୍ଭ ହୋଇଯାଇଛି।...

ୟୁକୋ ୩୩୩ର ଶୁଭାରମ୍ଭ

ଭୁବନେଶ୍ୱର, ୧୨।୧୦: ୟୁକୋ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଯୋଜନା ‘ୟୁକୋ ୩୩୩’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସୀମିତ ସମୟ ପାଇଁ ଉପଲବ୍ଧ ଏହି ନୂଆ ୩୩୩...

ଭୁବନେଶ୍ୱରରେ ଟିବିଜେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୨।୧୦: (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ତ୍ରିଭୁବନଦାସ ଭିମିଜୀ ଜାଭେରୀ ଲିମିଟେଡ୍‌ (ଟିବିଜେଡ୍‌-ଦି ଅରିଜିନାଲ) ବା ଟିବିଜେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର...

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୧୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ

ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ଗତ ସପ୍ତାହରେ ବୈଦେଶିକ ମୁଦ୍ରାଭଣ୍ଡାର ୭୦୪.୮୮୫ ବିଲିୟନ ଡଲାର ଥିବାବେଳେ ଅକ୍ଟୋବର ୪ରେ ପ୍ରାୟ ୩.୭୦୯ ବିଲିୟନ ଡଲାର ହ୍ରାସ ସହ ବୈଦେଶିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri