ଭୁବନେଶ୍ୱରରୁ ବାଙ୍ଗାଲୋରକୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୨୮-୫: ବାତ୍ୟା ଫନୀ ଯୋଗୁ ଟ୍ରେନ ଯାତ୍ରାରେ ଅସୁବିଧା ସାମ୍ନା କରିଥିବା ଯାତ୍ରୀଙ୍କ ଲାଗି କ୍ରୀଷ୍ଣାରାଜପୁରମ (ବାଙ୍ଗାଲୋର)କୁ ଏକ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହା ଚଳିତ ମାସ ୨୯ରେ ସକାଳ ୭.୩୦ଟା ସମୟରେ ଭୁବନେଶ୍ୱରରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରିବ। ଟ୍ରେନଟିରେ ୧୪ ସ୍ଲିପର କ୍ଲାସ, ଦୁଇ ଦ୍ୱିତୀୟ ଶ୍ରେଣୀ, ୨ ଗାର୍ଡ କମ୍‌ ଲଗେଜ ଭ୍ୟାନ ରହିବ। ଟ୍ରେନଟି ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ, ବିଜୟ ନଗରମ, ବିଶାଖାପାଟଣା, ଦୁଭୁଡା ସମେତ ରାଜମହେନ୍ଦ୍ରୀ, ଏଲୁରୁ, ଅଙ୍ଗୋଲ, ନେଲୋର, ଗୁଡୁର, ରେଣିଗୁଣ୍ଟା, କଟପଡି, ଜୋଲାରପେଟାଇ ଏବଂ ବାଙ୍ଗରାପେଟ ଭଳି ଷ୍ଟେଶନରେ ରହଣି କରିବ। ଏହାର ପେୟାରିଂ ଟ୍ରେନ ବାଙ୍ଗାଲୋରଠାରୁ ସୋମବାର ଭୁବନେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ପଇସା ବଢ଼ିଲା ଡିଜେଲ

ଭୁବନେଶ୍ୱର,୨୦।୭: କରୋନା ମହାମାରୀ ସମୟରେ ତେଲ ଦର ବୃଦ୍ଧି ଲୋକଙ୍କୁ ଅତିଷ୍ଠ କରିଛି। ପେଟ୍ରୋଲ ଦର ଗତ କିଛିଦିନ ଧରି ବୃଦ୍ଧି ହୋଇ ନ ଥିବା...

୩,୫୦୦ କୋଟିର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ୩,୫୦୦ କୋଟି ଟଙ୍କାର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ ପ୍ରଦାନ କରିଛନ୍ତି। ଚିନି ମିଲ୍‌ଗୁଡିକୁ ଏହି ସବ୍‌ସିଡି ପ୍ରଦାନ କରାଯିବାର...

ଆଜିଠାରୁ ଗଡ଼ିବ ୨୦୦ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୧।୬: ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ନେଇ ରବିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ପ୍ରଥମ ଦିନରେ...

ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡ଼ିଶାର ଅବଦାନ ବଢୁଛି

ଭୁବନେଶ୍ୱର, ୧୪-୯(ବ୍ୟୁରୋ): ଦେଶର ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡିଶାର ଅବଦାନ ଦ୍ରୁତ ଗତିରେ ବଢୁଛି। ଗୋଟିଏ ବର୍ଷରେ ଏହା ୦.୫୭%ରୁ ବୃଦ୍ଧି ଘଟି ଚଳିତ ବର୍ଷ...

୮.୬୫% ସୁଧ ହାର ଉପରେ ଇପିଏଫ୍‌ଓ କାଏମ

ନୂଆଦିଲ୍ଲୀ,୨୯-୬-ଶ୍ରମ ମନ୍ତ୍ରଣାଳୟ ଓ କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ) ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ପିଏଫ୍‌ ସୁଧ ହାର ୮.୫୫ରୁ ୮.୬୫%କୁ ବୃଦ୍ଧି କରିବା ଲାଗି ନେଇଥିବା...

ପିଭିଆର୍‌, ଆଇନକ୍ସର ମିଶ୍ରଣ

ନୂଆଦିଲ୍ଲୀ,୨୮।୩: ଦେଶର ପ୍ରମୁଖ ମଲ୍ଟିପ୍ଲେକ୍ସ ଇଣ୍ଡଷ୍ଟ୍ରୀ ମଧ୍ୟରେ ଏକ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ଭାରତର ଦୁଇ ସର୍ବବୃହତ୍‌ ମଲ୍ଟିପ୍ଲେକ୍ସ ଇଣ୍ଡଷ୍ଟ୍ରୀ ପିଭିଆର୍‌ ଲିମିଟେଡ୍‌ ଏବଂ ଆଇନକ୍ସ...

ବୟୋଜ୍ୟେଷ୍ଠ, ଦିବ୍ୟାଙ୍ଗଙ୍କୁ ୩ ମାସର ଅଗ୍ରୀମ ପେନଶନ

ନୂଆଦିଲ୍ଲୀ୨୮। ୩: ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ଏବଂ ବିଧବାଙ୍କ ଲାଗି ସରକାର ୩ ମାସର ଅଗ୍ରୀମ ପେନସନ ପ୍ରଦାନ କରିବେ। ଏହା ଦ୍ୱାରା ପ୍ରାୟ ୩...

୯୫,୩୮୦ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨-୧୧: ଉନ୍ନତ ପାର୍ବଣ ଚାହିଦା ସତ୍ତ୍ୱେ ଚଳିତ ବର୍ଷ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ୧ ଲକ୍ଷ କୋଟି ଟଙ୍କା ନିମ୍ନରେ ରହିଛି।...

Advertisement
Archives

Model This Week