ଭୁବନେଶ୍ୱରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ଉଡ଼ାଣ ସାମୟିକ ବନ୍ଦ କରାଯିବ। ଏ ନେଇ ଭୁବନେଶ୍ୱର ବିମାନବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି ଲେଖି ଜଣାଯାଇଥିବା ସୂଚନା ମିଳିଛି। ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ।
ସୂଚନାଯୋଗ୍ୟ, ଭୁବନେଶ୍ୱର ବିମାନବନ୍ଦରରୁ ସପ୍ତାହରେ ୩ ଦିନ ବ୍ୟାଙ୍କକକୁ ବିମାନ ଉଡ଼ାଣ କରୁଥିଲା। ସେଥିରେ ୧୮୦ ଯାତ୍ରୀ ଯିବାର ସୁବିଧା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିତଙ୍କ ପରେ ପ୍ରୀତିନନ୍ଦାଙ୍କ ପ୍ରତିକ୍ରିୟା: କହିଲେ ‘ଭାଜପାରେ ଯୋଗ ଦେବା ଭଳି ଛାଡ଼ିବା ମଧ୍ୟ ବାପାଙ୍କ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବୁଧବାର ବରିଷ୍ଠ ଭାଜପା ନେତା ଦାମୋଦର ରାଉତ ଦଳରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ। ଏହାକୁ ନେଇ ପୁଅ ତଥା ପାରାଦୀପ...

ସମ୍ବଲପୁର ଜିଲାପାଳଙ୍କଠାରେ ଫେରାଦ ହେଲେ ପରୀକ୍ଷାରୁ ବାଦ୍‌ ପଡ଼ିଥିବା ଛାତ୍ରୀଛାତ୍ର

ସମ୍ବଲପୁର,୫।୩(ବ୍ୟୁରୋ):ସମ୍ବଲପୁର ଜିଲା ଧନୁପାଲି ଥାନା ଏକ ଅଣସ୍ବୀକୃତି ପ୍ରାପ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଯୁକ୍ତ ୨ କଳା ପରୀକ୍ଷା ଦେବାରୁ ବାଦ୍‌ ପଡ଼ିଥିଲେ। ଗୁରୁବାର ଛାତ୍ରୀଛାତ୍ରମାନେ...

ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ

ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍‌ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍‌ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ...

ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ...

ରାଜ୍ୟ ସାରା କୋହଲା ପାଗ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଝିପି ଝିପି ବର୍ଷା, କୋହଲା ପାଗ ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଏକ ଶୀତୁଆ ପରିବେଶ। ଆଗକୁ ବର୍ଷା ଅଧିକ ନ ଥିଲେ ମଧ୍ୟ...

ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ...

ଢିଙ୍କିଆରେ ନିରପେକ୍ଷ ନିର୍ବାଚନ ନେଇ ଆଶଙ୍କା

କୁଜଙ୍ଗ,୨୩ା୨(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ ଢିଙ୍କିଆ ପଞ୍ଚାୟରେ ସମିତି ସଭ୍ୟ ଓ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ମାତ୍ର ଏହି ସମୟରେ ଅବାଧ...

ଆମିଷ ଦୋକାନରେ ଭିଡ଼, ମାନିଲେନି କଟକଣା

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ ଓ ରାସ୍ତା ପାର୍ଶ୍ୱକୁ...

Advertisement
Archives

Model This Week