ଭୁବନେଶ୍ୱରରୁ ଲୋକେ ଗାଁ ମୁହାଁ

ନୟାଗଡ଼ ଅଫିସ,୬ା୪: ରାଜ୍ୟରେ କରୋନା ରୋଗୀ ସଂଖ୍ୟା ୩୯ରେ ପହଞ୍ଚିଛି । ଏହା ମଧ୍ୟରେ କେବଳ ଭୁବନେଶ୍ୱରର ୩୨ଜଣ ଅଛନ୍ତି। ଏହା ଜାଣିବା ପରେ ଭୁବନେଶ୍ୱରରେ ରହୁଥିବା ନୟାଗଡ ଜିଲାର ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଏଣୁ ଅଧିକାଂଶ ଲୋକ ଗାଁ ମୁହାଁ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦୦ରୁ ଊର୍ଦ୍ଧ୍ୱ ଲୋକ ଆସି ସାରିଲେଣି।ଆହୁରି କିଛି ଲୋକ ଆସିବା ଅପେକ୍ଷାରେ ଅଛନ୍ତି। ନୟାଗଡ ଜିଲାର ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପେଟପାଟଣା ପାଇଁ ଭୁବନେଶ୍ୱରରେ ରହି ବିଭିନ୍ନ କାମଧନ୍ଦା କରିଆସୁଛନ୍ତି। ତେବେ ବର୍ତ୍ତମାନ ସମୟରେ ଗାଁକୁ ନ ଆସି ଯିଏ ଯେଉଁଠି ଅଛନ୍ତି ସେଠାରେ ରହିବା ଭଲ ବୋଲି ସ୍ଥାନୀୟ ଲୋକେ କହୁଛନ୍ତି। ଅନେକ ସ୍ଥାନରେ ଏହାକୁ ବିରୋଧ ମଧ୍ୟ କରାଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri