ଭୁବନେଶ୍ୱରରୁ ୨୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷକଙ୍କୁ ଖୁସି ଖବର ଦେଲେ ନବୀନ: ବଢିଲା ଦରମା

ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ...

ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର...

ବାଘୁଣୀ ସାରା ଅସୁସ୍ଥ

ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି।...

ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ...

ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛି: କଂଗ୍ରେସ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ...

ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି

ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ...

ମୁଁ ଦୁଇ କୁଳକୁ ହିତା: ଶ୍ରୀମୟୀ

ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡିରୁ ଆଶାୟୀ ଶ୍ରୀମୟୀ ମିଶ୍ର ଗୁରୁବାର ଖୋର୍ଦ୍ଧାରେ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶୋଭାଯାତ୍ରା ମୁକୁନ୍ଦପ୍ରସାଦ ମେଳଣ...

ମାତୃଭାଷାରେ ଶିକ୍ଷାରୁ ପିଲାଙ୍କ ବିକାଶ: ରାଷ୍ଟ୍ରପତି

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri