ଭୁବନେଶ୍ୱରରେ ଆଉ ୩ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତମାନେ ଭୀମପୁର, ଭରତପୁର, ଡୁମ୍‌ଡୁମା ଏଚ୍‌ବି କଲୋନୀ ଅଞ୍ଚଳର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତଦ୍ୱୟ ହେଲେ ଭୀମପୁରର ୨୭ ବର୍ଷୀୟ ଯୁବକ ଓ ଭରତପୁରର ୩୬ ବର୍ଷୀୟ ପୁରୁଷ। ସେମାନେ ଦିଲ୍ଲୀରୁ ଫେରିଥିଲେ। ଅପରପକ୍ଷେ ଅନ୍ୟ ଆକ୍ରାନ୍ତଜଣଙ୍କ ଡୁମ୍‌ଡୁମା ଅଞ୍ଚଳ ଏଚ୍‌ବି କଲୋନୀରେ ରହୁଥିବା ୪୮ ବର୍ଷୀୟ ବ୍ୟକ୍ତି। ସେ ଗଞ୍ଜାମ ଗସ୍ତ କରିଥିଲେ। ସେମାନଙ୍କୁ କୋଭିଡ୍‌ ଡାକ୍ତରଖାନାକୁ ପଠାଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ପୁରୀ ଅଫିସ,୩୦।୯(ବ୍ୟୁରୋ): ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପା ରାଜ୍ୟ...

ଅକ୍ଟୋବର ୨ରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ବର,୨୭।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଘରେ ଘରେ ପହଞ୍ଚାଇବା...

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ...

୨ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ୨୦୧୫ ଓ ୨୦୧୬ ମସିହା ପାଇଁ ‘ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି। ଏହାସହ ୨୦୧୯ ନିମନ୍ତେ ୧୫ଜଣଙ୍କୁ ‘ସାରସ୍ବତ...

ସ୍ନାତକ ଛାତ୍ରୀଛାତ୍ରଙ୍କୁ ମାର୍କଶିଟ୍‌ ଦିଆଯାଉ

ଭୁବନେଶ୍ୱର, ୩୧।୮(ବ୍ୟୁରୋ): ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେମାନଙ୍କ ପ୍ରୋଭିଜନାଲ ମାର୍କଶିଟ୍‌ ଶୀଘ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ...

ଉଠିଲା ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୧୧।୩ : ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଛି ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ରାତି...

ସକ୍ରିୟ ମାମଲା ଲକ୍ଷେ ୩୦ ହଜାର ଟପିଲା…

ନୂଆଦିଲ୍ଲୀ, ୧୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ୍‌, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍‌ସ ଜଜ୍‌ କମ୍‌ ସିଜେଏମ୍‌ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ...

Advertisement
Archives

Model This Week