ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ ମଧ୍ୟରେ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହୋଇଯାଇଛି। ୩୦ଜଣଙ୍କ ମଧ୍ୟରୁ ଅଧିକାଂଶ ଲୋକ ସୂର୍ଯ୍ୟନଗରର ଓ ବମିଖାଲର ପ୍ରଥମ ଆକ୍ରାନ୍ତଙ୍କ ସହିତ ସଂସ୍ପର୍ଶରେ ଆସିଛନ୍ତି। ତେବେ ବମିଖାଲର ଆକ୍ରାନ୍ତମାନେ ଗୋଟିଏ ପରିବାରର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ବମିଖାଲରେ ପ୍ରଥମେ ୩ଜଣଙ୍କ କରୋନା ପଜିଟିଭ ବାହାରିଥିଲା। ସେମାନେ ୩ଭାଇ ଥିଲେ। ଏହାପରେ ଆଉ ଜଣେ ଆକ୍ରାନ୍ତ ତାଙ୍କ ପରିବାରର ବାହାରିଥିଲା। ତାପରେ ପୁଣି ୧୫ଜଣ ବମିଖାଲର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଗୋଟିଏ ପରିବାରର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri