ଭୁବନେଶ୍ୱରରେ ଗଡ଼ିଲା ସବୁ ଓଲା, ଉବର

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରେ ରବିବାରଠାରୁ କ୍ୟାବ୍‌ ସେବା ପ୍ରଦାନକାରୀ ସଂସ୍ଥା ଓଲା, ଉବରରେ ପଞ୍ଜୀକୃତ ଯାନବାହନ ଚଳାଚଳ ଆରମ୍ଭ କରିଛି। ଏଥିପାଇଁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି। ଲକ୍‌ଡାଉନ୍‌ ଜାରି ରହିଥିବାରୁ କେବଳ ଜରୁରିକାଳୀନ ବୁକିଂ ହୋଇପାରିବ। ଏଥିରେ ପାରା ମେଡିକାଲ କର୍ମଚାରୀ, ରୋଗୀଙ୍କ ସମ୍ପର୍କୀୟ ଯାତାୟାତ କରିପାରିବେ ବୋଲି ଓଲା ଓ ଉବର ପକ୍ଷରୁ କୁହାଯାଇଛି। ତେବେ ସାମାଜିକ ଦୂରତା ବଜାୟ ରଖିବା ଓ ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରିବା ପାଇଁ କାରରେ ଡ୍ରାଇଭର ଓ ୨ଜଣ ଯାତ୍ରୀଙ୍କୁ ନେଇ ହେବ। ଯାତ୍ରୀମାନେ ପଛ ସିଟ୍‌ରେ ବସିବେ। ସୁରକ୍ଷା ଦୃଷ୍ଟିରୁ ସମସ୍ତ ଗାଡ଼ି ଡ୍ରାଇଭରଙ୍କୁ ମାସ୍କ, ସାନିଟାଇଜର ଓ ଗ୍ଲୋବ୍ସ ପ୍ରଦାନ କରାଯାଇଛି। କିନ୍ତୁ ରୋଗୀଙ୍କୁ କେବଳ ଆମ୍ବୁଲାନ୍ସରେ ନେବାକୁ ନିର୍ଦ୍ଦେଶ ଥିବାବେଳେ ଓଲା କିମ୍ବା ଉବରକୁ ଅନୁମତି ମିଳିନି। ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ସର୍ତ୍ତମୂଳକ ଭାବେ ୧୦୦ ଓଲା ଗାଡିକୁ କମିଶନରରେଟ ପୋଲିସ୍‌ ପକ୍ଷରୁ ପାସ୍‌ ପ୍ରଦାନ କରାଯାଇଥିଲା। ଏବେ କଟକଣାରେ କୋହଳ କରାଯାଇ ସମସ୍ତ ଓଲା ଓ ଉବର ପଞ୍ଜୀକୃତ ସମସ୍ତ ଗାଡିକୁ ଏହି ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଫସିଛନ୍ତି ଛତିଶଗଡର ୩୦ ଶ୍ରମିକ

ବରଗଡ଼ ଅଫିସ୍,୪।୪- ଘାତକ କରୋନା(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁ ହୋଇଛି। ଏଭଳି ପରିସ୍ଥିତିରେ ବରଗଡ଼କୁ କର୍ମ ଅନ୍ବେଷଣରେ...

ଆଦର୍ଶ ବିବାହ: ବାଳାଶ୍ରମର ସସ୍ମିତାଙ୍କୁ ଜୀବନସାଥୀ କଲେ ହରିୟାଣାର ଧର୍ମବୀର

ବରଗଡ଼ ଅଫିସ,୧୨।୩- ବିବାହରେ ନ ଥିଲା ଯାନିଯୌତୁକ। କେବଳ ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ସହର ଉପକଣ୍ଠ ଡାଙ୍ଗସ୍ଥିତ ବିମଳାଦେବୀ ବାଳାଶ୍ରମର ଜଣେ ଅସହାୟ ଯୁବତୀ...

ବସ୍‌ରେ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଚିନ୍ତା

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବା ବର୍ତ୍ତମାନ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହାଇଛି। ରାଜ୍ୟକୁ ୫ଲକ୍ଷରୁ ଅଧିକ...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ...

ପ୍ରଥମରୁ ଅଷ୍ଟମ ସବୁ ପିଲା ପାସ

ଭୁବନେଶ୍ୱର,୧୫।୫(ବ୍ୟୁରୋ)- ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ। କରୋନା ମୁକାବିଲା ସ୍ଥିତିକୁ ନେଇ ଶୁକ୍ରବାର ରାଜ୍ୟ ସ୍କୁଲ ଓ...

ଭଦ୍ରକର ୫ ପୁରୁଷ କରୋନା ପଜିଟିଭ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲେଶ୍ୱର ଜିଲାର ୨ ଓ ଭଦ୍ରକର ଜିଲାର ୫...

ହସ୍ପିଟାଲ କଟକଣା ଅସମ୍ଭାଳ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜଧାନୀ ବସ୍ତି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଘରୋଇ ହସ୍ପିଟାଲ ପାଇଁ ନୂଆ...

ଆସିଲା ମୌସୁମୀ, ଘାରିଲା ଜଳବନ୍ଦୀ ଚିନ୍ତା: କଣ୍ଟ ପୂରିଲା, କାମ ସରିଲାନି

ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବର୍ଷରେ ଥରେ ଡ୍ରେନ ସଫା କରିବାକୁ ମନେପଡ଼େ। ପ୍ରତ୍ୟେକ ବର୍ଷ ମୌସୁମୀ ଆସିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଡ୍ରେନେଜ୍‌ ବିଭାଗୀୟ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *