ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି। କବିସୂର୍ଯ୍ୟନଗର ରାଧାକୃଷ୍ଣ ସାହିର ବ୍ୟବସାୟୀ ବଂଶୀଧର ସେନାପତି ଗତ ୮ ରେ ଭୁବନେଶ୍ୱର ଏକ ଘରୋଇ କୋଭିଡ୍‌ ହସ୍ପିଟାଲରେ ସ୍ବାବ୍‌ ଟେଷ୍ଟ କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। ୧୨ ତାରିଖରେ ପରିବାରର ସମସ୍ତ ସଦସ୍ୟଙ୍କ ସହ ସେ କବିସୂର୍ଯ୍ୟନଗରରେ ଆଉଥରେ ପରୀକ୍ଷା କରାଇଥିଲେ। ସେଠାରେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ମାତ୍ର ପ୍ରାକ୍ତନ ଏନ୍‌ଏସି ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ର ଓ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଶାନ୍ତ କୁମାରଙ୍କ ପରାମର୍ଶକ୍ରମେ ସେ ଶୀତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri