ଭୁବନେଶ୍ୱରରେ ପହଞ୍ଚିଲା ୨ ଶହୀଦ ନନ୍ଦୁରାମ ସୋରେନ, ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଚାଇନା ସେନାର ଆକ୍ରମଣରେ ଶହୀଦ ହୋଇଥିବା ନନ୍ଦୁରାମ ସୋରେନ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛି। ସ୍ବତନ୍ତ୍ର ବିମାନ ଯୋଗେ ସେମାନଙ୍କ ମର ଶରୀର ଭୁବନେଶ୍ୱର ବିଜୁପଟ୍ଟାନୟ ବିମାନବନ୍ଦରରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ରାଜ୍ୟପାଳ ଗଣେଶିଲାଲ, କନ୍ଧମାଲ ଏମ୍‌ପି ଅଚ୍ୟୁତ ସାମନ୍ତରାୟ, ରାଜନେତା ପ୍ରମୁଖ ଉପସ୍ଥିତ ରହି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ୨ ଶହୀଦଙ୍କୁ ଗାର୍ଡ ଅଫ୍‌ ଅନରରେ ସମ୍ମାନିତ କରାଯାଇଛି। ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ବହୁ ମାନ୍ୟମଣ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri