ଭୁବନେଶ୍ୱରରେ ପାଳନ ହେବନି ରଜ

ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼ ଳଗାଉଛନ୍ତି। ବିଏମ୍‌ସି କର୍ତ୍ତୃପକ୍ଷ ଭିଡ଼ ନିୟନ୍ତ୍ରଣ କରିବା ସହ ଗହଳି ସ୍ଥାନକୁ ନ ଯିବା ପାଇଁ ଜନସାଧାରଣଙ୍କୁ ସଚେତନ କରିଆସୁଥିଲେ ମଧ୍ୟ ଲୋକମାନେ ଏହାକୁ ଉଲଂଘନ କରୁଥିବା ନଜରକୁ ଆସୁଛି। ଏପରିକି ଭୁବନେଶ୍ୱରର ବ୍ୟବସାୟୀମାନେ ମଧ୍ୟ ବେପାର ପାଇଁ ବର୍ତ୍ତମାନ ସମୟରେ କିଛି ନିୟମକାନୁନ ମାନୁନାହଁାନ୍ତି। ତେଣୁ ବିଏମ୍‌ସି ଭୁବନେଶ୍ୱରରେ ରଜ ପାଳନ ବନ୍ଦ କରିଛି। ଭୁବନେଶ୍ୱରର କୌଣସି ସ୍ଥାନରେ ରଜ ପର୍ବ ପାଳନ ପାଇଁ ଗୋଷ୍ଠି ସମୂହ ଏକାଠି ହୋଇପାରିବେ ନାହିଁ। କୌଣସି ସ୍ଥାନରେ ରଜ ଦୋଳି ଲାଗିବ ନାହିଁ କିମ୍ବା ତାସ ଖେଳ, ବାଗୁଡ଼ି ଖେଳ ହେବ ନାହିଁ। କରୋନା ସଂକ୍ରମଣକୁ ଲକ୍ଷ୍ୟ କରି ବିଏମ୍‌ସି ପକ୍ଷରୁ ଏହି ସମସ୍ତ କାର୍ଯ୍ୟରେ କଟକଣା ଲାଗିଛି ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri