ଭୁବନେଶ୍ୱରରେ ପିକ୍‌ ସ୍ତରରେ ସଂକ୍ରମଣ: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍‌ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସଂକ୍ରମଣ ନିୟନ୍ତ୍ରଣ କରିବାକୁ ମାସକ ପାଇଁ ଆଗୁଆ ପ୍ରସ୍ତୁତି ଶେଷ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ମଧ୍ୟରେ ଭୁବନେଶ୍ୱରରେ ସଂକ୍ରମଣ ବୃଦ୍ଧିପାଇବ ବୋଲି ଆକଳନ କରାଯାଇଛି। ଫଳ ସ୍ବରୂପ ଗତ ୩ ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ୩ଶହ ପାର କରୁଛି। ଏବେ ଭୁବନେଶ୍ୱରରେ ୨୬୧୮ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ଏହି ସଂଖ୍ୟା ପ୍ରାୟ ୪ ହଜାରରେ ପହଞ୍ଚତ୍ୟିବ ଓ ସେପ୍ଟେମ୍ବର ୧୫ ବେଳକୁ ୫ ହଜାର ନିକଟତର ହୋଇପାରେ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?